Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:26 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:26 · ଓଡ଼ିଆ ବାଇବେଲ

ଯଦି ଶରୀରର ଗୋଟିଏ ଅଙ୍ଗ କଷ୍ଟ ପାଏ, ତା'ସହିତ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ମଧ୍ଯ କଷ୍ଟ ପା'ନ୍ତି। ଯଦି ଶରୀରର କୌଣସି ଅଙ୍ଗ ସମ୍ମାନ ପାଏ ଅନ୍ୟ ସମସ୍ତ ଅଙ୍ଗଗୁଡ଼ିକ ତାହା ସହିତ ଏକତ୍ର ହାଇେ ଆନନ୍ଦ କରନ୍ତି।

Cross references

ରୋମୀୟଙ୍କ ପ୍ରତି ପତ୍ର 12:15

ଯେତବେେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭମାନେେ ସମାନଙ୍କେ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲା ବେଳେ ତୁମ୍ଭମାନେେ ତାହାଙ୍କ ସହିତ ଦୁଃଖିତ ହୁଅ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:28

ଆହୁରି ମଧ୍ଯ ଅନକେ ଗୁଡ଼ିଏ ସମସ୍ଯା ଦଇେ ମୁଁ ଗତି କରିଛି। ତହିଁ ମଧ୍ଯରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସହେି ଚିନ୍ତା ରେ ମୁଁ ରହୁଛି।

ଗାଲାତୀୟଙ୍କ ପ୍ରତି ପତ୍ର 6:2

ନିଜର କର୍ତ୍ତବ୍ଯ କରିବା ସହ ପର'ରକୁ ସାହାୟ୍ଯ କର। ଏଭଳି କରିବା ଦ୍ବାରା ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତ ରେ ପାଳନ କରି ପାରିବ।

ଏବ୍ରୀ 13:3

ବନ୍ଦୀଘ ରେ ଥିବା ସହେି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭମାନେେ ନିଜେ ମଧ୍ଯ ବନ୍ଦୀଘ ରେ ଥିବା ଭଳି ସମାନଙ୍କେୁ ମନେ ରଖ। ଯେଉଁମାନେ ଯାତନା ପାଉଛନ୍ତି, ସମାନଙ୍କେୁ ମଧ୍ଯ ଭୁଲ ନାହିଁ। ମନେ ରଖ ଯେ, ତୁମ୍ଭମାନେେ ମଧ୍ଯ ସମାନଙ୍କେ ସ୍ଥାନ ରେ ଭବିଷ୍ଯତ ରେ ରହିପାର।

ପିତରଙ୍କ ପ୍ରଥମ ପତ୍ 3:8

ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।

Interlinear

Choose Theme