Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:30 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:30 · ଓଡ଼ିଆ ବାଇବେଲ

ସମସ୍ତେ କ'ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି ? ସମସ୍ତେ କ'ଣ ବିଭିନ୍ନ ଭାଷା କହନ୍ତି ? ସମସ୍ତେ କ'ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି ?

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:10

ଆତ୍ମା ଅନ୍ୟଜଣକୁ ଆର୍ଶ୍ଚ୍ଯର୍ୟ୍ଯକାର୍ୟ୍ଯ କରିବା ଶକ୍ତି ଓ ଅନ୍ୟ ଜଣକୁ ଭଲ ଓ ମନ୍ଦ ଆତ୍ମା ଭିତ ରେ ପାର୍ଥକ୍ଯ ଦେଖି ପାରିବା ଶକ୍ତି ପ୍ରଦାନ କରନ୍ତି। କାହାକୁ ଭିନ୍ନଭିନ୍ନ ପ୍ରକାରର ଭାଷା କହିପାରିବା ଶକ୍ତି ଦିଆଯାଇଛି, ତ ଅନ୍ୟ କାହାକୁ ସହେି ଭାଷାଗୁଡ଼ିକର ଅର୍ଥ କରିବାର ଶକ୍ତି ଦିଆଯାଇଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:13

ଅତଏବ, ୟିଏ ଅନ୍ୟ ଭାଷା ରେ କହୁଛି, ସେ ଯେପରି ତାହା ବୁଝାଇ ପାରିବ, ଏଥିପାଇଁ ପ୍ରାର୍ଥନା କରିବା ଉଚିତ୍।

Interlinear

Choose Theme