Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:9 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:9 · ଓଡ଼ିଆ ବାଇବେଲ

ସହେି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ବାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।

Cross references

ମାଥିଉଲିଖିତ ସୁସମାଚାର 10:8

ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁର୍ନଜୀବିତ କର, କୁଷ୍ଠ ରୋଗ ସୁସ୍ଥ କର, ଭୂତମାନଙ୍କୁ ତଡିଦିଅ। ତୁମ୍ଭେ ବିନା ମୂଲ୍ଯ ରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନା ମୂଲ୍ଯ ରେ ଦାନ କର।

ମାଥିଉଲିଖିତ ସୁସମାଚାର 17:19

ତା'ପରେ ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ନିରୋଳା ରେ ଭଟେି ପଚାରିଲେ, ଆମ୍ଭମାନେେ ଭୂତକୁ ତଡ଼ିଦବୋକୁ କାହିଁକି ସକ୍ଷମ ହାଇେ ପାରିଲୁ ନାହିଁ?

ମାଥିଉଲିଖିତ ସୁସମାଚାର 21:21

ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।

ମାର୍କଲିଖିତ ସୁସମାଚାର 6:13

ସମାନେେ ଲୋକଙ୍କ ଦହରେୁ ଅନକେ ଭୂତଙ୍କୁ ତଡି ଦେଲେ। ସମାନେେ ଅନକେ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରି ଦେଲେ।

ମାର୍କଲିଖିତ ସୁସମାଚାର 11:22

ଯୀଶୁ ଉତ୍ତର ଦେଲେ, ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ।

ମାର୍କଲିଖିତ ସୁସମାଚାର 16:18

ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।

ଲୂକଲିଖିତ ସୁସମାଚାର 9:2

ତା'ପରେ ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।

ଲୂକଲିଖିତ ସୁସମାଚାର 10:9

ସଠାେରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସମାନଙ୍କେୁ କୁହ, 'ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।'

ଲୂକଲିଖିତ ସୁସମାଚାର 17:5

ପ୍ ରରେିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭକୁ ଅଧିକ ବିଶ୍ବାସ ପ୍ରଦାନ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:6

କିନ୍ତୁ ପିତର କହିଲେ, ମାେ ପାଖ ରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଉଠି ଚ଼ାଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:29

ହେ ପ୍ରଭୁ, ବର୍ତ୍ତମାନ ସମାନେେ କ'ଣ କହୁଅଛନ୍ତି, ତାହା ଶୁଣ। ସମାନେେ ଆମ୍ଭମାନଙ୍କୁ ଭୟ ଦଖାେଉଛନ୍ତି। ପ୍ରଭୁ, ଆମ୍ଭମାନେେ ତୁମ୍ଭର ସବେକ ଅଟୁ, ତେଣୁ ତୁମ୍ଭେ ଯାହା ଚାହଁ, ତାହା ନିର୍ଭୟ ରେ କହିବା ପାଇଁ ଆମ୍ଭକୁ ସାହାୟ୍ଯ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:15

ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହେି ଆଣିଲେ, ଯେପରିକି ପିତରଙ୍କ ଛାଇ ୟିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହାଦ୍ବାରା ସହେି ରୋଗୀମାନେ ସୁସ୍ଥ ହାଇପୋରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:38

ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:11

ପରମେଶ୍ବର ପାଉଲଙ୍କ ମାଧ୍ଯମ ରେ ଅତି ଅସାଧାରଣ କାର୍ୟ୍ଯମାନ କରୁଥିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:28

ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:30

ସମସ୍ତେ କ'ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି ? ସମସ୍ତେ କ'ଣ ବିଭିନ୍ନ ଭାଷା କହନ୍ତି ? ସମସ୍ତେ କ'ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:2

ମାେ ପାଖ ରେ ଭାବବାଣୀ କହିବାର ଶକ୍ତି ଥାଇ ପା ରେ, ମୁଁ ପରମେଶ୍ବରଙ୍କ ସମସ୍ତ ନିଗୂଢ଼ ତତ୍ତ୍ବ ଜାଣି ଥାଇ ପା ରେ, ମାରେସମସ୍ତ ଜ୍ଞାନ ଥାଇପା ରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମାହେର ସମ୍ପୂର୍ଣ୍ଣ ବିଶ୍ବାସ ଥାଇପା ରେ, କିନ୍ତୁ ଯଦି ମାଠାେ ରେ ପ୍ ରମେ ନାହିଁ, ତା' ହେଲେ ମୁଁ କିଛି ନୁହେଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:13

ଶାସ୍ତ୍ର ରେ ଲଖାେଅଛି : ମୁଁ ବିଶ୍ବାସ କଲି, ଏଣୁ ସ୍ପଷ୍ଟ କହିଲି। ଆମ୍ଭର ବିଶ୍ବାସ ମଧ୍ଯ ସହେିଭଳି ଅଟେ। ଆମ୍ଭେ ବିଶ୍ବାସ କରୁ, ସେଥିପାଇଁ ଆମ୍ଭେ କହୁ।

ଏଫିସୀୟଙ୍କ ପ୍ରତି ପତ୍ର 2:8

ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।

ଏବ୍ରୀ 11:33

ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ବାସ ଥିଲା। ସହେି ବିଶ୍ବାସ ବଳ ରେ ସମାନେେ ସାମ୍ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲେ। ସମାନେ ସମସ୍ତେ ଧାର୍ମିକ କାର୍ୟ୍ଯ କଲେ, ପରମେଶ୍ବରଙ୍କ ପ୍ରତିଜ୍ଞାର ବିଷୟଗୁଡ଼ିକ ପାଇଲେ। ସମାନେେ ନିଜ ବିଶ୍ବାସ ଦ୍ବାରା ସିଂହମାନଙ୍କର ମୁହଁ ବନ୍ଦ କଲେ।

ଯାକୁବଙ୍କ ପତ୍ 5:14

ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।

Interlinear

Choose Theme