Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:5 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:5 · ଓଡ଼ିଆ ବାଇବେଲ

ପ୍ ରମେ ଅନୁଚିତ ବ୍ଯବହାର କରେ ନାହିଁ, ସ୍ବାର୍ଥ ଚେଷ୍ଟା କରେ ନାହିଁ। ସହଜ ରେ ବିରକ୍ତ ହୁଏ ନାହିଁ। ପ୍ ରମେ କବେେ ହେଲେ ତା'ପ୍ରତି ହାଇେଥିବା ଅପକାରକୁ ମନ ରେଖ ନାହିଁ।

Cross references

ଗଣନା ପୁସ୍ତକ 12:3

ମାଶାେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧିଅରେ ଅତି ନମ୍ର ଥିଲେ।

ଗଣନା ପୁସ୍ତକ 16:15

ତେଣୁ ମାଶାେ ଅତ୍ଯନ୍ତ କୋରଧାନ୍ବିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରିନାହିଁ, ମୁଁ ସମାନଙ୍କେଠାରୁ ଗୋଟିଏ ଗଧ ମଧ୍ଯ ନଇନୋହିଁ। ତେଣୁ ତୁମ୍ଭେ ଏମାନଙ୍କର ନବୈେଦ୍ଯ ଗ୍ରହଣ କରନାହିଁ।

ଗଣନା ପୁସ୍ତକ 20:10

ପୁଣି ମାଶାେ ଓ ହାରୋଣ ସହେି ଶୈଳ ସମ୍ମୁଖ ରେ ସମଗ୍ର ମଣ୍ତଳୀକୁ ଏକତ୍ର କଲେ। ସମାନଙ୍କେୁ କହିଲେ, ହେ ବିଦ୍ରୋହୀଗଣ, ଦେଖ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଏହି ଶୈଳରୁ ଜଳ ବାହାର କରିବୁ।

ଗଣନା ପୁସ୍ତକ 32:6

ମାଶାେ ଗାଦ ଓ ରୁବନରେ ପରିବାରବର୍ଗକୁ କହିଲେ, ତୁମ୍ଭମାନଙ୍କର ଭାଇମାନେ ୟୁଦ୍ଧ କରିବାକୁ ଯାଉଛନ୍ତି, ତୁମ୍ଭମାନେେ କ'ଣ ଏଠା ରେ ରହିବା ଉଚିତ୍?

ଦିତୀୟ ଶାମୁୟେଲ 10:3

କିନ୍ତୁ ଅେମ୍ମାନୀୟ ଅଧିକାରୀଗଣ ହାନୂନ୍କକ୍ସ୍ଟ କହିଲେ, ତୁମ୍ଭେ ଭାବକ୍ସ୍ଟଛ କି ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଓ ତୁମ୍ଭର ପକ୍ସ୍ଟତାଙ୍କୁ ସମ୍ମାନ ଦବୋ ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ସମାନଙ୍କେୁ ନଗରକକ୍ସ୍ଟ ଆକ୍ରମଣ କରିବା ପୂର୍ବରକ୍ସ୍ଟ ସମାନଙ୍କେୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।

ଆୟୁବ ପୁସ୍ତକ 21:27

କିନ୍ତୁ ମୁଁ ଜାଣେ ତୁମ୍ଭେ କ'ଣ ଚିନ୍ତା କରୁଛ ଏବଂ ଏକଥା ଜାଣେ ତୁମ୍ଭେ ମାେତେ ଆଘାତ ଦବୋକୁ ଚାହୁଁଛ।

ଗୀତସଂହିତା 106:32

ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ, ତଣେୁ ସମାନଙ୍କେ ସକାଶୁ ମାଶାଙ୍କେୁ ବହୁତ ବିପଦ ଘଟିଲା।

ହିତୋପଦେଶ 14:17

ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।

ଯିଶାଇୟ 3:5

ଜଣେ ଅନ୍ୟ ଜଣଙ୍କ ଦ୍ବାରା ଓ ପ୍ରେତ୍ୟକକ ବ୍ଯକ୍ତି ଅନ୍ୟ ପ୍ରତିବାସୀ ଦ୍ବାରା ଆପଣା ପ୍ରତିବାସୀ ଦୁଃଖ କରିବେ। ବଳିଷ୍ଠ ବ୍ଯକ୍ତି, ବଯୋଜେଷ୍ଠ ବ୍ଯକ୍ତିଙ୍କୁ ଯତ୍ନ ନବେେ ନାହିଁ। ସାଧାରଣ ବ୍ଯକ୍ତି ମହତ ଲୋକମାନଙ୍କୁ ସମ୍ମାନ ଜଣାଇବେ ନାହିଁ।

ଯିରିମିୟ 11:19

ସଦାପ୍ରଭୁ, ସମାନେେ ମାେ ବିପକ୍ଷ ରେ ଅଛନ୍ତି ବୋଲି ଦଖାଇବୋ ପୂର୍ବରୁ ମୁଁ ଏକ ନିରୀହ ମଷେଶାବକ ପରି ହତ୍ଯା ପାଇଁ ରହିଥିଲି। ସମାନେେ ମାେ ବିରୁଦ୍ଧ ରେ ଅଛନ୍ତି ବୋଲି ମୁଁ ଜାଣି ନଥିଲି। ସମାନେେ ମାେ ବିରୁଦ୍ଧ ରେ କୁମନ୍ତ୍ରଣା କରି କହିଲେ, ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।

ଯିରିମିୟ 18:18

ଯିରିମିୟଙ୍କ ଶତ୍ରୁଗଣ କହିଲେ, ଆସ ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ଯବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ଯଦ୍ ବକ୍ତା ନିକଟରୁ ବାକ୍ଯ ଲୁପ୍ତ ହବେ ନାହିଁ। ତେଣୁ ଆସ ଆମ୍ଭମାନେେ ତାଙ୍କୁ ପ୍ରବଞ୍ଚନା ଦ୍ବାରା ଧ୍ବଂସ କରିବା। ଆମ୍ଭମାନେେ ତାଙ୍କର କୌଣସି କଥା ଶୁଣିବା ନାହିଁ।

ଯିରିମିୟ 40:13

ଆହୁରି କା ରହରେ ପୁତ୍ର ଗୋହାନନ୍ ଓ ପଦା ରେ ଅବସ୍ଥିତ ସନୋପତି ସକଳ ମିସ୍ପା ରେ ଗଦଲିଯ ନିକଟକୁ ଆସିଲେ।

Interlinear

Choose Theme