ପ୍ ରମେ ସମସ୍ତ ବିଷୟ ସହ୍ଯ କରେ। ପ୍ ରମେ ସମସ୍ତ ବିଶ୍ବାସ କରେ ; ସମସ୍ତ ଭରସା କରେ, ସବୁ ବିଷୟ ରେ ର୍ଧୈୟ୍ଯ ଧରି ରହେ।
Cross references
ତେଣୁ ଯାକୁବ ତାଙ୍କ ସହ ସଠାେରେ ସାତବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ କମ ସମୟ ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।
କ'ଣ ସମାନେେ ସମସ୍ତେ ମାଠାରୁେ ଜନ୍ମ ହାଇେଛନ୍ତି? ତୁମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷଯ ରେ ପ୍ରତିଜ୍ଞା କରିଥିଲ ମୁଁ ସମାନଙ୍କେୁ ଶିଶୁ ପରି କ'ଣ ବୋହି ନବେି?
ମାଶାେ କହିଲେ, ସେ ସମୟରେ ମୁ ତୁମ୍ଭମାନଙ୍କୁ କହିଲି, ମୁ ଏକା ତୁମ୍ଭମାନଙ୍କର ଭଲ ମନ୍ଦ ବକ୍ସ୍ଟଝିପାରିବି ନାହିଁ।
କାରଣ ସହେି ପୁରୁଷ ଜଣକ ସହେି କାର୍ୟ୍ଯାରତ ବାଳିକାକକ୍ସ୍ଟ କ୍ଷେତ୍ର ମଧିଅରେ ପାଇ ତାକକ୍ସ୍ଟ ଆକ୍ରମଣ କଲା। ସେ ସାହାୟ୍ଯ ପାଇଁ ଡାକ ପକାଇଲା ତଥାପି ତାକକ୍ସ୍ଟ ରକ୍ଷା କରିବାକୁ କହେି ନ ଥିଲେ,
ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।
ହେ ସଦାପ୍ରଭୁ, ମାେତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର। ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ବାସ କରିଅଛି।
ହିଂସା କଳି ଆଣେ। କିନ୍ତୁ ପ୍ ରମେ ସବୁ ଅଧର୍ମକୁ କ୍ଷମା କରେ।
ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।
ମାରେ ଅନୁଗାମୀ ହାଇେଥିବା ୟୋଗୁ ଲୋକେ ତୁମ୍ଭକୁ ଘୃଣା କରିବେ। କିନ୍ତୁ ଯେଉଁଲୋକ ଶଷେ ପର୍ୟ୍ଯନ୍ତ ଦୃଢଭାବରେ ତିଷ୍ଠି ରହି ପାରିବ, ସେ ଉଦ୍ଧାର ପାଇବ।
ସହେି ସମୟରେ ସହେି ନଗର ରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣିପାରିଲା ଯେ ଯୀଶୁ ଫାରୁଶୀଙ୍କ ଘ ରେ ଖାଉଛନ୍ତି। ତେଣୁ ସହେି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ର ରେ କିଛି ଅତର ଆଣିଲା।
ତା'ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡକୁ ବୁଲିପଡି ଶିମାନଙ୍କେୁ କହିଲେ, ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମାେତେ ଗୋଡ ଧୋଇବାକୁ ପାଣି ସୁଦ୍ଧା ଦଲେ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମାରେ ପାଦକୁ ଲୁହ ରେ ଧୋଇ ଦଲୋ। ଏବଂ ତା ବାଳ ରେ ପୋଛି ଦଲୋ।
ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସଭେଳି ଗୋଟିଏ ସ୍ଥାନକୁ ସେ ଦୌଡିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରି ଗଛ ରେ ଚଢିଗଲେ।
ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।