କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:17 · ଓଡ଼ିଆ ବାଇବେଲ
ତୁମ୍ଭମାନେେ ପରମେଶ୍ବରଙ୍କୁ ପ୍ରକୃତ ରେ ଭଲ ଭାବରେ ଧନ୍ଯବାଦ ଜଣାଉଛ, କିନ୍ତୁ ତା'ଦ୍ବାରା ଅନ୍ୟ ଲୋକ ଆଧ୍ଯାତ୍ମିକ ଲାଭ ପାଉ ନାହିଁ।
Cross references
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:4
ଯେଉଁଲୋକକୁ ବିଭିନ୍ନ ଭାଷା ରେ କହିବା ଶକ୍ତି ପ୍ରାପ୍ତ ହାଇେଛି, ସେ ନିଜକୁ ନିଷ୍ଠା ଜନ୍ମାଏ ; କିନ୍ତୁ ଯେଉଁଲୋକ ଭାବବାଣୀ କ ହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:6
ଭାଇ ଓ ଭଉଣୀମାନେ! ଯଦି ମୁଁ ତୁମ୍ଭମାନଙ୍କ ପାଖ ରେ ଅନ୍ୟଭାଷା ରେ କଥା କ ହେ, ତା' ହେଲେ ତୁମ୍ଭର ବା କଣ ଲାଭ ହବେ? କବଳେ ଯଦି ମୁଁ କୌଣସି ନିଗୂଢ଼ କଥା ବା କାର୍ୟ୍ଯ ବା କିଛି ଭବିଷ୍ଯତ୍ ବାଣୀ ବା କିଛି ଉପଦେଶର କଥା କୁ ହେ ତବେେ ତୁମ୍ଭମାନଙ୍କର ପ୍ରକୃତ ରେ ଲାଭ ହବେ।