କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:19 · ଓଡ଼ିଆ ବାଇବେଲ
କିନ୍ତୁ ମଣ୍ଡଳୀ ରେ ଅନ୍ୟ ଭାଷା ରେ ହଜାର ହଜାର କଥା କହିବା ଅପେକ୍ଷା ବରଂ ସମାନେେ ବୁଝୁଥିବା ପାନ୍ଚୋଟି କଥା କହିବାକୁ ଭଲ ପାଏ। ଏହାଦ୍ବାରା ମୁଁ ନିଜେ ବୁଝି ପାରିବି ଓ ଅନ୍ୟ ଲୋକମାନଙ୍କୁ ଶିକ୍ଷା ଦଇେ ପାରିବି।
Cross references
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:4
ଯେଉଁଲୋକକୁ ବିଭିନ୍ନ ଭାଷା ରେ କହିବା ଶକ୍ତି ପ୍ରାପ୍ତ ହାଇେଛି, ସେ ନିଜକୁ ନିଷ୍ଠା ଜନ୍ମାଏ ; କିନ୍ତୁ ଯେଉଁଲୋକ ଭାବବାଣୀ କ ହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:21
ଶାସ୍ତ୍ର ରେ ଲଖାେଅଛି :