ମୁଁ ବୁଝାଇ କହୁଛି : ଯେଉଁ ଲୋକ ବିଭିନ୍ନ ଭାଷା ରେ କଥା କହିବାକୁ ଦାନ ପାଇଛି, ସେ ପ୍ରକୃତ ରେ ମନୁଷ୍ଯର ସହିତ ନୁହେଁ ବରଂ ପରମେଶ୍ବରଙ୍କ ସହିତ କଥାବାର୍ତ୍ତା କରେ। କହେି ହେଲେ ତା'କଥା ବୁଝି ପାରନ୍ତି ନାହିଁ, ସେ ଆତ୍ମାଙ୍କ ଦ୍ବାରା ନିଗୂଢ଼ ବିଷୟ କ ହେ।
Cross references
ତେଣୁ ଆସ ତଳକୁ ୟିବା ଏବଂ ସମାନଙ୍କେ ମଧିଅରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସମାନେେ ପରସ୍ପର ଭାଷା ବୁଝିପାରିବେ ନାହିଁ।
ଯୋଷଫେ ସମାନଙ୍କେ ସହିତ ବ୍ଯାଖ୍ଯାକାର ମାଧ୍ଯମ ରେ କଥାବାର୍ତ୍ତା କରୁଥିଲେ। ଯୋଷଫେ ସମାନଙ୍କେ କଥା ପୁଝି ପାରୁଥିଲେ ବୋଲି ସମାନେେ ଜାଣି ପାରି ନଥିଲେ।
ସଦାପ୍ରଭୁ ତକ୍ସ୍ଟମ୍ଭପାଇଁ ଦୂରରକ୍ସ୍ଟ ଅନ୍ୟ ଏକ ଜାତି ଆଣିବେ, ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସମାନେେ ୟକ୍ସ୍ଟଦ୍ଧ କରିବେ। ତୁମ୍ଭେ ସମାନଙ୍କେର ଭାଷା ବକ୍ସ୍ଟଝିପାରିବ ନାହିଁ। ସମାନେେ ଖକ୍ସ୍ଟବ୍ଶିଘ୍ର ଆସିବେ। ଯେପରି ଆକାଶରକ୍ସ୍ଟ ବାଜପକ୍ଷୀ ଓହ୍ଲାଇଲା ପରି ।
ତା'ପରେ ହିଲକିଯର ପୁତ୍ର ଇଲିଯାକୀମ୍, ଶିବନ ଓ ୟୋଯାହ ରବଶାକିକୁ କହିଲେ, ବିନଯ କରୁଅଛୁ, ଆପଣ ଅରାମୀଯ ଭାଷା ରେ ଦାସମାନଙ୍କୁ କୁହନ୍ତୁ। ଆମ୍ଭମାନେେ ତାହା ବୁଝୁଅଛୁ। କିନ୍ତୁ ଆପଣ ୟିହୁଦୀଯ ଭାଷା ରେ କୁହନ୍ତୁ ନାହିଁ କାରଣ ପ୍ରାଚୀର ଉପରିସ୍ଥ ଲୋକମାନେ ଆମ୍ଭମାନଙ୍କ କଥା ଶୁଣି ପାରିବେ।
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ୟାହାକି ବୁଝିବା ପାଇଁ କଷ୍ଟକର।
ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।
ଯୀଶୁ କ ହେଲେ, କବଳେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ରାଜ୍ଯର ନିଗୁଢ ତତ୍ତ୍ବ ବୁଝି ପାରିବା ପାଇଁ ଶକ୍ତି ଦିଆ ଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ଯମ ରେ ସବୁକଥା କହୁଛି।
ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।
ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।
ସମାନଙ୍କେ ଭିନ୍ନଭିନ୍ନ ଭାଷା ରେ କଥା ହବୋ ଓ ପରମେଶ୍ବରଙ୍କୁ ପ୍ରଶଂସା କରିବାର ମଧ୍ଯ ଶୁଣିଲେ।
ପାଉଲ ଯେତବେେଳେ ସମାନଙ୍କେ ଉପରେ ହାତ ରଖିଲେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ। ସମାନେେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ଯଦ୍ବାଣୀ କହିବାକୁ ଲାଗିଲେ।
ମାେ ସହିତ ଥିବା ଲୋକମାନେ ମଧ୍ଯ ସହେି ଆଲୋକ ଦେଖି ପାରିଲେ। କିନ୍ତୁ ସମାନେେ ମାେତେ କୁହାୟିବା ବାକ୍ଯ ଶୁଣି ବୁଝି ପାରିଲେ ନାହିଁ।
ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହବୋ ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ବର ଏହି ଜ୍ଞାନର ଯୋଜନା କରିଥିଲେ।
କିନ୍ତୁ ପରମେଶ୍ବର ଆତ୍ମାଙ୍କ ମାଧ୍ଯମ ରେ ଏହି ନିଗୂଢ଼ ବିଷୟମାନ ଆମକୁ ଦଖାଇେ ଦଇେଛନ୍ତି।
ମାେ ପାଖ ରେ ଭାବବାଣୀ କହିବାର ଶକ୍ତି ଥାଇ ପା ରେ, ମୁଁ ପରମେଶ୍ବରଙ୍କ ସମସ୍ତ ନିଗୂଢ଼ ତତ୍ତ୍ବ ଜାଣି ଥାଇ ପା ରେ, ମାରେସମସ୍ତ ଜ୍ଞାନ ଥାଇପା ରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମାହେର ସମ୍ପୂର୍ଣ୍ଣ ବିଶ୍ବାସ ଥାଇପା ରେ, କିନ୍ତୁ ଯଦି ମାଠାେ ରେ ପ୍ ରମେ ନାହିଁ, ତା' ହେଲେ ମୁଁ କିଛି ନୁହେଁ।
ସହେିଭଳି ତୁମ୍ଭମାନେେ ଜିହ୍ବା ଦ୍ବାରା ଯଦି ସ୍ପଷ୍ଟ ଭାବରେ କଥା ନ କହିବ, ତା' ହେଲେ କୌଣସି ଲୋକ କିଛି ବୁଝି ପାରିବ ନାହିଁ। ତାହା ପବନ ରେ କଥା କହିଲାପରି ହବେ।
ତୁମ୍ଭମାନେେ ଯଦି ଆତ୍ମା ଦ୍ବାରା ପରମେଶ୍ବରଙ୍କ ପ୍ରଶଂସା କର, ତବେେ ସାଧାରଣ ଲୋକ ତୁମ୍ଭକଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ଯବାଦ ରେ ଆମେନ୍ କହିବେ ?
ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ବିଭିନ୍ନ ଭାଷାଗୁଡ଼ିକରେ କଥା କହିବାର ଦାନ ପାଇଛି ବୋଲି ପରମେଶ୍ବରଙ୍କୁ ଧନ୍ଯବାଦ ଦେଉଛି।
ଯଦି କିଏ ଅନ୍ୟ ଭାଷା ରେ କହୁଛି, ତା' ହେଲେ ମାତ୍ର ଦୁଇ ବା ତିନିଜଣ ଲୋକ ଏପରି କହିବା ଉଚିତ ଓ ଅନ୍ୟଜଣେ ସମାନେେ ଯାହାସବୁ କ ହେ ତାର ଅନୁବାଦ କରିବା ଉଚିତ୍।
କିନ୍ତୁ ଶୁଣ ! ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଛି : ଆମ୍ଭମାନଙ୍କ ମଧ୍ଯରୁ ସମସ୍ତେ ମରିବା ନାହିଁ, ବରଂ ଆମ୍ଭେ ସମସ୍ତେ ପରିବର୍ତ୍ତିତ ହବୋ।
ପରମେଶ୍ବର ମାେ' ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମାେତେ ଯାହା ଦଖାଇେଛନ୍ତି, ସେ ବିଷୟ ରେ ମୁଁ ଅଳ୍ପ କିଛି ଲେଖି ସାରିଛି।
ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।
ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ଯଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସହେି ଗୁପ୍ତ ସତ୍ଯ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।
ମୁଁ ଇଚ୍ଛା କରେ ଯେ ସମାନେେ ପ୍ ରମେ ରେ ବାନ୍ଧି ହାଇେ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ଯ ଇଚ୍ଛା କରେ ଯେ ସମାନେେ ବୋଧଶକ୍ତି ଦ୍ବାରା ପ୍ରାପ୍ତ ଦୃଢ଼ ବିଶ୍ବାସ ରେ ଧନୀ ହୁଅନ୍ତୁ। ମାରଇେଚ୍ଛା ଯେ ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ବାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ଯ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।
ସମାନେେ ପରମେଶ୍ବରଙ୍କ ଦ୍ବାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ଯର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।
ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,
କିନ୍ତୁ ସପ୍ତମ ଦୂତ ସହେି ଦିନମାନଙ୍କ ରେ ତୂରୀ ବଜାନ୍ତେ ପରମେଶ୍ବର ଆପଣା ସବେକ ଭବିଷ୍ଯତ୍ ବକ୍ତାମାନଙ୍କୁ କହିଥିବା ବାକ୍ଯ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହବେ।