Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:20 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:20 · ଓଡ଼ିଆ ବାଇବେଲ

ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।

Cross references

ନିହିମିୟା 4:13

ଏଣୁ ମୁଁ ପ୍ରାଚୀର ପଛଆଡେ ନୀଚସ୍ଥ ମଲୋ ସ୍ଥାନ ରେ ଲୋକମାନଙ୍କୁ ସମାନଙ୍କେ ପରିବାର ଅନୁସାରେ ସମାନଙ୍କେୁ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିୟୁକ୍ତ କଲି।

ଗୀତସଂହିତା 119:99

ମାରେ ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍। କାରଣ ମୁଁ ତୁମ୍ଭର ବାକ୍ଯସବୁ ଶିକ୍ଷା କରେ।

ଗୀତସଂହିତା 131:1

ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ।

ଯିଶାଇୟ 11:3

ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହବେେ।

ମାଥିଉଲିଖିତ ସୁସମାଚାର 11:25

ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

ମାଥିଉଲିଖିତ ସୁସମାଚାର 18:3

ତା'ପରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତ ରେ ଗୋଟିଏ େଛାଟ ପିଲାଭଳି ହାଇଯୋଅ। ଏକଥା ନକଲେ ତୁମ୍ଭେ ସ୍ବର୍ଗରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।

ମାଥିଉଲିଖିତ ସୁସମାଚାର 19:4

ଯୀଶୁ କହିଲେ, ତୁମ୍ଭେ ନିଶ୍ଚୟ ଶାସ୍ତ୍ର ରେ ପଢ଼ିଛ ଯେ, 'ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?'

ମାର୍କଲିଖିତ ସୁସମାଚାର 10:15

ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଗୋଟିଏ େଛାଟ ପିଲା ସରଳ ମନ ରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭମାନେେ ପରମେଶ୍ବରଙ୍କ ରାଜ୍ଯ ଗ୍ରହଣ କରିବା ଉଚିତ ନଚତେ ତୁମ୍ଭେ ସଠାେରେ କବେେ ହେଲେ ପ୍ରବେଶ କରି ପାରିବ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 16:19

ତୁମ୍ଭମାନେେ ବାଧ୍ଯ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସି। କିନ୍ତୁ ମୁଁ ଇଛା କରେ ଯେ ତୁମ୍ଭମାନେେ ଭଲ ପାଇଁ ବୁଦ୍ଧିମାନ ହାଇେ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:6

ଯେଉଁମାନେ ଅଭିଜ୍ଞ ଆମ୍ଭେ ସହେିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ୟୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:1

ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:11

ମୁଁ ଯେତବେେଳେ ଶିଖୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଚାର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତବେେଳେ ମୁଁ ବୟସ୍କ ହଲିେ, ମୁଁ ସହେି ଶିଶୁ ବଳରେ କଥାଗୁଡ଼ିକୁ ଛାଡ଼ି ଦଲେି।

ଏଫିସୀୟଙ୍କ ପ୍ରତି ପତ୍ର 4:14

ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:9

ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:15

ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହବୋ ପାଇଁ ଯାଉଛୁ, ସମାନେେ ମଧ୍ଯ ଏହିଭଳି ଭାବିବା ଦରକାର। ଯଦି ଏଥି ରେ କୌଣସି କଥା ରେ ତୁମ୍ଭର ଭିନ୍ନ ମତ ଥାଏ, ତା ହେଲେ ପରମେଶ୍ବର ତୁମ୍ଭ ପାଇଁ ଏହାକୁ ମଧ୍ଯ ସ୍ପଷ୍ଟ କରି ଦବେେ।

ଏବ୍ରୀ 5:12

ବର୍ତ୍ତମାନ ପର୍ୟ୍ଯନ୍ତ ଯେତିକି ସମୟ ଅତିବାହିତ ହାଇେ ଗଲାଣି, ତୁମ୍ଭମାନେେ ଉପଦେଶକ ହାଇେ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ବରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭମାନେେ ଏବେ ମଧ୍ଯ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭମାନେେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହାଇେ ନାହଁ।

ଏବ୍ରୀ 6:1

ଅତଏବ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ୟ୍ଯ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତପଦ ହବୋ ନାହିଁ। ଯେତବେେଳେ ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭମାନେେ ମନ୍ଦକର୍ମରୁ ବିମୁଖ ହାଇେ ପରମେଶ୍ବରଙ୍କଠା ରେ ବିଶ୍ବାସ କଲୁ।

ପିତରଙ୍କ ପ୍ରଥମ ପତ୍ 2:2

ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।

ପିତରଙ୍କ ଦିତୀୟ ପତ୍ର 3:18

କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।

Interlinear

Choose Theme