Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:22 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:22 · ଓଡ଼ିଆ ବାଇବେଲ

ଏଣୁ ବିଭିନ୍ନ ଭାଷା ରେ କଥା କହିବା ବିଶ୍ବାସୀମାନଙ୍କ ପାଇଁ ଚିହ୍ନ ସ୍ବରୂପେ ନୁହେଁ, ମାତ୍ର ଅବିଶ୍ବାସୀମାନଙ୍କ ନିମନ୍ତେ ଚିହ୍ନସ୍ବରୂପେ, ଭାବବାଣୀ କହିବା ଅବିଶ୍ବାସୀମାନଙ୍କ ନିମନ୍ତେ ଚିହ୍ନ ସ୍ବରୂପ।

Cross references

ମାର୍କଲିଖିତ ସୁସମାଚାର 16:17

ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:6

ଏହି ଶବ୍ଦ ଶୁଣିବା ମାତ୍ ରେ ସମାନଙ୍କେ ଭିତରୁ ବହୁତ ଲୋକ ଆସି ଜମା ହାଇଗେଲେ। ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ, କାରଣ ସମାନେେ ନିଜେ ଯେଉଁ ଭାଷା ରେ କଥା ହେଉଥିଲେ, ପ୍ ରରେିତମାନେ ସହେି ସହେି ଭାଷା ରେ କଥା ହେଉଥିବାର ଶୁଣିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:32

ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:1

ପ୍ ରମରେ ଅନୁସରଣ କର। ଆଧ୍ଯାତ୍ମିକ ଦାନସବୁ ପାଇବା ପାଇଁ ଏକାନ୍ତ ଚେଷ୍ଟା କର, ବିଶଷେ ଭାବରେ ଭାବବାଣୀ କହିବାକୁ ଏକାନ୍ତ ଇଚ୍ଛା କର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:9

ଆମ୍ଭେ ଏହା ମଧ୍ଯ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ଯବସ୍ଥାର ଆବଶ୍ଯକତା ନାହିଁ। ଯେଉଁ ଲୋକମାନେ ବ୍ଯବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହଁନ୍ତି, ସହେିମାନଙ୍କ ଲାଗି ବ୍ଯବସ୍ଥା ନିର୍ମିତ ହାଇେଛି। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ମାତାପିତାଙ୍କ ହତ୍ଯାକାରୀ ତଥା ନରହତ୍ଯାକାରୀ,

Interlinear

Choose Theme