କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:29 · ଓଡ଼ିଆ ବାଇବେଲ
ଆହୁରି ମଧ୍ଯ କବଳେ ଦୁଇ ବା ତିନିଜଣ, ଭାବବାଦୀ କହିବା ଉଚିତ୍। ଅନ୍ୟମାନେ ସମାନେେ ଯାହା କହୁଛନ୍ତି, ସଗେୁଡ଼ିକୁ ପରୀକ୍ଷା କରିବା ଉଚିତ୍।
Cross references
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:10
ଆତ୍ମା ଅନ୍ୟଜଣକୁ ଆର୍ଶ୍ଚ୍ଯର୍ୟ୍ଯକାର୍ୟ୍ଯ କରିବା ଶକ୍ତି ଓ ଅନ୍ୟ ଜଣକୁ ଭଲ ଓ ମନ୍ଦ ଆତ୍ମା ଭିତ ରେ ପାର୍ଥକ୍ଯ ଦେଖି ପାରିବା ଶକ୍ତି ପ୍ରଦାନ କରନ୍ତି। କାହାକୁ ଭିନ୍ନଭିନ୍ନ ପ୍ରକାରର ଭାଷା କହିପାରିବା ଶକ୍ତି ଦିଆଯାଇଛି, ତ ଅନ୍ୟ କାହାକୁ ସହେି ଭାଷାଗୁଡ଼ିକର ଅର୍ଥ କରିବାର ଶକ୍ତି ଦିଆଯାଇଛି।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:39
ଅତଏବ, ମାେ ଭାଇ ଓ ଭଉଣୀମାନେ ! ତୁମ୍ଭମାନେେ ଭବିଷ୍ଯଦ୍ ବାଣୀ କହିବା ପାଇଁ ଏକାନ୍ତ ଚେଷ୍ଟା କର। କିନ୍ତୁ ବିଭିନ୍ନ ଭାଷା ରେ କହିବାକୁ ଅନ୍ୟମାନଙ୍କୁ ବାଧା ଦିଅ ନାହିଁ।
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:19
କଦାପି ପବିତ୍ର ଆତ୍ମାର କାର୍ୟ୍ଯ ବନ୍ଦ କର ନାହିଁ।
ଯୋହନଙ୍କ ପ୍ରଥମ ପତ୍ର 4:1
ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।