ମଣ୍ଡଳୀର ସଭାମାନଙ୍କ ରେ ସ୍ତ୍ରୀମାନେ ଚୁପ୍ ରହିବା ଉଚିତ୍। ପରମେଶ୍ବରଙ୍କ ଲୋକମାନଙ୍କର ସମସ୍ତ ମଣ୍ଡଳୀ ରେ ଏହି ନିୟମ ଲାଗୁ ଅଛି। ସ୍ତ୍ରୀ ଲୋକଙ୍କୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମାଶାଙ୍କେ ନିୟମାନୁଯାଯୀ ସମାନେେ ବଶୀଭୂତ ହାଇେ ରହିବା ଉଚିତ୍।
Cross references
ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।
ଆଉ ମଧ୍ଯ କୌଣସି ୟୁବତୀ ନିଜ ପିତୃଗୃହ ରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯଦି ପ୍ରତିଜ୍ଞା କରେ ଓ ବ୍ରତଦ୍ବାରା ନିଜକୁ ଆବଦ୍ଧ କରେ,
କାରଣ ରାଣୀର ଏହି କର୍ମର କଥା ସକଳ ସ୍ତ୍ରୀ ଲୋକଙ୍କ ମଧିଅରେ ବ୍ଯାପିୟିବ। 'ଏହା କହି ସ୍ତ୍ରୀମାନେ ସମାନଙ୍କେର ସ୍ବାମୀମାନଙ୍କୁ ଅବମାନନା କରିବେ।' ଆଉ ଅକ୍ଷଶ୍ବରେଶ ରାଜା ବଷ୍ଟୀରାଣୀକି ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲା ନାହିଁ।
ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ : ପ୍ରେତ୍ୟକକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ବର।
ପ୍ରେତ୍ୟକକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ଯଦ୍ ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସହେି ସ୍ତ୍ରୀ ଲୋକର ମୁଣ୍ଡ ରେ ବାଳ ନ ଥିବା ସମାନ।
କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ବରଙ୍କ ପ୍ରତିମୂର୍ତ୍ତି ରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ବରୂପ ଅଟେ।
ଶାସ୍ତ୍ର ରେ ଲଖାେଅଛି :
ଯଦି ସ୍ତ୍ରୀ ମାନଙ୍କର କିଛି ଜାଣିବାକୁ ଇଚ୍ଛା ଥାଏ, ତା' ହେଲେ ସମାନେେ ନିଜ ସ୍ବାମୀଙ୍କୁ ଘ ରେ ପଚାରି ବୁଝି ପାରିବେ। ମଣ୍ଡଳୀ ସଭା ରେ ସ୍ତ୍ରୀ ଲୋକମାନଙ୍କ ପେଛ କିଛି କହିବା ଲଜ୍ଜାଜନକ ଅଟେ।
ହେ ପତ୍ନୀମାନେ ! ତୁମ୍ଭମାନେେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହାଇେଛ, ସପରେି ନିଜ ସ୍ବାମୀମାନଙ୍କର ବଶୀଭୂତା ହୁଅ।
ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରେତ୍ୟକକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ ଓ ପ୍ରେତ୍ୟକକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ।
ପତ୍ନୀଗଣ ! ତୁମ୍ଭର ପତିଙ୍କ ପ୍ରତି ବଶୀଭୂତା ରୁହ। ପ୍ରଭୁଙ୍କ ଅନୁଗାମୀମାନଙ୍କ ଭଳି ଏହା କରିବା ଉଚିତ ଅଟେ।
ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ଯ ହେଉ।
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।