Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:35 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:35 · ଓଡ଼ିଆ ବାଇବେଲ

ଯଦି ସ୍ତ୍ରୀ ମାନଙ୍କର କିଛି ଜାଣିବାକୁ ଇଚ୍ଛା ଥାଏ, ତା' ହେଲେ ସମାନେେ ନିଜ ସ୍ବାମୀଙ୍କୁ ଘ ରେ ପଚାରି ବୁଝି ପାରିବେ। ମଣ୍ଡଳୀ ସଭା ରେ ସ୍ତ୍ରୀ ଲୋକମାନଙ୍କ ପେଛ କିଛି କହିବା ଲଜ୍ଜାଜନକ ଅଟେ।

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:6

ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା' ହେଲ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷ ରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:14

ପ୍ରକୃତି କ'ଣ ତୁମ୍ଭକୁ ଶିକ୍ଷା ଦଇେ ନାହିଁ ଯେ, କୌଣସି ପୁରୁଷ ବଡ଼ ବଡ଼ ବାଳ ରଖିବ ଲଜ୍ଜାଜନକ କଥା ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:34

ମଣ୍ଡଳୀର ସଭାମାନଙ୍କ ରେ ସ୍ତ୍ରୀମାନେ ଚୁପ୍ ରହିବା ଉଚିତ୍। ପରମେଶ୍ବରଙ୍କ ଲୋକମାନଙ୍କର ସମସ୍ତ ମଣ୍ଡଳୀ ରେ ଏହି ନିୟମ ଲାଗୁ ଅଛି। ସ୍ତ୍ରୀ ଲୋକଙ୍କୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମାଶାଙ୍କେ ନିୟମାନୁଯାଯୀ ସମାନେେ ବଶୀଭୂତ ହାଇେ ରହିବା ଉଚିତ୍।

ଏଫିସୀୟଙ୍କ ପ୍ରତି ପତ୍ର 5:12

ଅନ୍ଧକାର ରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସଗେୁଡ଼ିକ କହିବା ପାଇଁ ମଧ୍ଯ ଲଜ୍ଜା ଲାଗେ।

ଏଫିସୀୟଙ୍କ ପ୍ରତି ପତ୍ର 5:25

ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର।

ପିତରଙ୍କ ପ୍ରଥମ ପତ୍ 3:7

ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।

Interlinear

Choose Theme