ଯଦି ଖ୍ରୀଷ୍ଟ ମୃତ୍ଯୁରୁ ଉଠି ନାହାଁନ୍ତି, ତା' ହେଲେ ତୁମ୍ଭ ବିଶ୍ବାସର କିଛି ମୂଲ୍ଯ ନାହିଁ। ତୁମ୍ଭମାନେେ ଏ ପର୍ୟ୍ଯନ୍ତ ନିଜ ନିଜ ପାପରେ ଅଛ।
Cross references
ଆଉ ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ କୁହ, ତୁମ୍ଭମାନେେ ଏ ପ୍ରକାର କହୁଅଛ, 'ଆମ୍ଭମାନଙ୍କର ବ୍ଯବସ୍ଥା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପ ରେ ଅଛି ଓ ଆମ୍ଭମାନେେ ସେଥି ରେ ହିଁ କ୍ଷଯ ପାଉଅଛୁ, କିନ୍ତୁ ବର୍ତ୍ତମାନ ମୁଁ କିପରି ରକ୍ଷା ପାଇବି ?'
ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭକୁ ଛାଡି ଚାଲିୟିବି। ତୁମ୍ଭେ ମାେତେ ଖାଜେିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସଠାେକୁ ଯାଇପାରିବ ନାହିଁ।
ପରମେଶ୍ବର ଇଶ୍ରାୟେଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡ଼ାହାଣ ପଟେ ସ୍ଥାପିତ କରିଛନ୍ତି।
ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, କବଳେ ଏହି ଜଣଙ୍କ ଦ୍ବାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହାଇପୋ ରେ।
ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ଯୁ ନିମନ୍ତେ ସମର୍ପିତ କରା ହେଲା। ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହେଲେ।
ମାେ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ବରଙ୍କର ଶତୃ ହାଇେଥିଲେ ମଧ୍ଯ, ସେ ନିଜ ପୁତ୍ରଙ୍କ ମୃତ୍ଯୁ ଦ୍ବାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେ ହତେୁ ଆମ୍ଭେ ପରମେଶ୍ବରଙ୍କର ମିତ୍ର, ପରମେଶ୍ବର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ଯମ ରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।
ପରମେଶ୍ବର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିୟୁକ୍ତ କରି ପାରିବ? କହେି ନୁହେଁ! ପରମେଶ୍ବର ହିଁ ସହେି ଲୋକମାନଙ୍କୁ ଧାର୍ମିକ କରନ୍ତି।
ତୁମ୍ଭମାନେେ ଏହି ସୁସମାଚାର ଦ୍ବାରା ପରିତ୍ରାଣ ପାଇଛ। କିନ୍ତୁ ମାେ କହିଥିବା କଥାଗୁଡ଼ିକୁ ତୁମ୍ଭମାନେେ ବିଶ୍ବାସ କରି ଚାଲିବା ଉଚିତ୍। ନଚେତ୍ ତୁମ୍ଭେ ବ୍ଯର୍ଥ ରେ ବିଶ୍ବାସୀ ହାଇେଥିଲ।
ଯଦି ଖ୍ରୀଷ୍ଟ ମୃତ୍ଯୁରୁ ଉତ୍ଥିତ ହାଇେ ନାହାଁନ୍ତି, ତା' ହେଲେ ଆମ୍ଭର ଶିକ୍ଷାଦାନ ଓ ତୁମ୍ଭମାନଙ୍କର ବିଶ୍ବାସର କିଛି ମୂଲ୍ଯ ନାହିଁ।
ଆହୁରି ମଧ୍ଯ ଯେତବେେଳେ ସହେି ଅନ୍ୟ ଯାଜକମାନେ ମରିଗଲେ, ସମାନେେ ଆଉ ଯାଜକ ହାଇେ ରହି ପାରିଲେ ନାହିଁ। ଏଥିପାଇଁ ସହେି ଯାଜକମାନଙ୍କ ଭିତରୁ ଅନକେ ସଠାେରେ ଥିଲେ।
ବ୍ଯବସ୍ଥା କୁ ହେ ଯେ, ପ୍ରେତ୍ୟକକ ବସ୍ତୁ ରକ୍ତ ଦ୍ବାରା ଶୁଦ୍ଧ ହାଇେ ପାରିବ। ଓ ବିନା ରକ୍ତ ରେ ପାପଗୁଡ଼ିକୁ କ୍ଷମା କରା ଯାଇ ପାରିବ ନାହିଁ।
ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।
ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।
ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ବିଶ୍ବାସ କର। ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ବାସ ଓ ଭରସା ପରମେଶ୍ବରଙ୍କ ଠା ରେ ଅଛି।