Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:22 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:22 · ଓଡ଼ିଆ ବାଇବେଲ

ଆଦମ ଯୋଗୁ ସମସ୍ତ ଲୋକ ମୃତ୍ଯୁ ଭୋଗ କରନ୍ତି, ସହେି ଭଳି ଖ୍ରୀଷ୍ଟଙ୍କ ୟୋଗୁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହବେେ।

Cross references

ଆଦି ପୁସ୍ତକ 2:17

କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସହେି ବୃକ୍ଷର ଫଳ ଖାଇବ ତୁମ୍ଭେ ସହେି ଦିନ ମରିବ!

ଆଦି ପୁସ୍ତକ 3:6

ସହେି ସ୍ତ୍ରୀ ଲୋକଟି ଦେଖିଲା ଯେ, ସହେି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସହେି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ବାମୀକୁ ଖାଇବାକୁ ଦଲୋ ଏବଂ ସେ ମଧ୍ଯ ତାହାକୁ ଖାଇଲା।

ଆଦି ପୁସ୍ତକ 3:19

ତୁମ୍ଭେ ମରିବା ପର୍ୟ୍ଯନ୍ତ ମୂଖର ଝାଳ ରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆୟାଇଛ, ଏଣୁ ଧୂଳି ରେ ଫରେିୟିବ।

ଯୋହନଲିଖିତ ସୁସମାଚାର 5:21

ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସମାନଙ୍କେୁ ଜୀବନଦାନ କରନ୍ତି। ଠାକ୍ ସହେିପରି ପୁତ୍ର ମଧ୍ଯ ନିଜ ଇଚ୍ଛାନୁସା ରେ ଲୋକଙ୍କୁ ଜୀବନଦାନ କରନ୍ତି।

ରୋମୀୟଙ୍କ ପ୍ରତି ପତ୍ର 5:12

ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:45

ଶାସ୍ତ୍ର ରେ ଲଖାେ ଅଛି : ପ୍ରଥମ ମନୁଷ୍ଯ (ଆଦମ) ସଜୀବ ପ୍ରାଣୀ, କିନ୍ତୁ ଶଷେ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।

Interlinear

Choose Theme