Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:23 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:23 · ଓଡ଼ିଆ ବାଇବେଲ

କିନ୍ତୁ ପ୍ରେତ୍ୟକକ ଲୋକ କ୍ରମାନୁସା ରେ ପୁନଃ ଜୀବିତ ହବେେ। ପ୍ରଥମ ଫଳ ସ୍ବରୂପ ଖ୍ରୀଷ୍ଟ ତା'ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁଥିତ ହବେେ।

Cross references

ଯିଶାଇୟ 26:19

ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:23

ତୁମ୍ଭମାନେେ ଖ୍ରୀଷ୍ଟଙ୍କର ଓ ଖ୍ରୀଷ୍ଟ ପରମେଶ୍ବରଙ୍କର ଅଟନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:20

କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ଉଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ବାସୀମାନଙ୍କ ମଧ୍ଯରୁ ଉଥିତ ପ୍ରଥମ ଫଳ ସ୍ବରୂପ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:52

ଏହା କବଳେ ମୁହୂର୍ତ୍ତକ ମଧିଅରେ ଆଖି ପିଛୁଳାକେ, ଘଟି ୟିବ। ଯେତବେେଳେ ତୂରୀ ବାଜିବ, ଓ ଯେତେ ସବୁ ବିଶ୍ବାସୀ ମରିଯାଇଛନ୍ତି ସମାନେେ ମୃତ୍ଯୁରୁ ଅନନ୍ତକାଳ ପାଇଁ ଉଥିତ ହବେେ ଓ ଆମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ ଜୀବିତ ଅଛନ୍ତି, ସମାନେେ ପରିବର୍ତ୍ତିତ ହବେେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:7

ତୁମ୍ଭମାନଙ୍କ ଆଗ ରେ ଥିବା ତଥ୍ଯ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ଯ ଜାଣି ରଖିବା ଉଚିତ ଯେ ଆମ୍ଭେ ମଧ୍ଯ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।

ଗାଲାତୀୟଙ୍କ ପ୍ରତି ପତ୍ର 3:29

ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।

ଗାଲାତୀୟଙ୍କ ପ୍ରତି ପତ୍ର 5:24

ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସମାନେେ ନିଜର ମନର ଆବଗେ ଓ ପାପମୟ ସ୍ବଭାବକୁ କ୍ରୁଶ ରେ ବିଦ୍ଧ କରିଛନ୍ତି। ସମାନେେ ନିଜର ସ୍ବାର୍ଥପର ମନୋଭାବ ଓ ମନ୍ଦକାର୍ୟ୍ଯ ସବୁକୁ ତ୍ଯାଗ କରିଛନ୍ତି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:19

ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:15

ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସମାନେେ ସେ ପର୍ୟ୍ଯନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ଯ ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସମାନେେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ଯକୁ ଯିବେ।

Interlinear

Choose Theme