Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:25 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:25 · ଓଡ଼ିଆ ବାଇବେଲ

କିନ୍ତୁ ଯେତେ ଦିନ ପର୍ୟ୍ଯନ୍ତ ପରମେଶ୍ବର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, େସତଦେିନ ପର୍ୟ୍ଯନ୍ତ ଖ୍ରୀଷ୍ଟ ରାଜତ୍ବ କରିବେ।

Cross references

ଗୀତସଂହିତା 2:6

ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।

ଗୀତସଂହିତା 45:3

ହେ ବୀର ତୁମ୍ଭର ଖଡ୍ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶାେଭା ପାଉ।

ଗୀତସଂହିତା 110:1

ସଦାପ୍ରଭୁ ମାରେ ପ୍ରଭୁଙ୍କୁ କହିଲେ, ମାେ ସହିତ ମାରେ ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ୟ୍ଯନ୍ତ।

ମାଥିଉଲିଖିତ ସୁସମାଚାର 22:44

ପ୍ରଭୁ ମାରେ ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ, ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ନିୟନ୍ତ୍ରଣ ରେ ଦବେି ଏବଂ ତୁମ୍ଭେ ମାରେ ଡ଼ାହାଣ ପଟେ ବସିବ। ଗୀତସଂହିତା 110:1

ମାର୍କଲିଖିତ ସୁସମାଚାର 12:36

ସ୍ବଯଂ ଦାଉଦ ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ କହିଥିଲେ,

ଲୂକଲିଖିତ ସୁସମାଚାର 20:42

ଗୀତସଂହିତା ରେ ଦାଉଦ ନିଜେ କହିଛନ୍ତି:

ରେରିତମାନଙ୍କ କାର୍ଯ୍ୟର ବିବରଣ 2:34

ଦାଉଦ ସ୍ବର୍ଗ ଆରୋହଣ କରି ନାହିଁନ୍ତି। କିନ୍ତୁ ଯୀଶୁ ସ୍ବର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:

ଏଫିସୀୟଙ୍କ ପ୍ରତି ପତ୍ର 1:22

ପରମେଶ୍ବର ସବୁ କିଛି ଖ୍ରୀଷ୍ଟଙ୍କ ଅଧିନ ରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ଯ ରୂପେ ସ୍ଥାପିତ କରିଛନ୍ତି।

ଏବ୍ରୀ 1:13

ପରମେଶ୍ବର କବେେ ହେଲେ କୌଣସି ସ୍ବର୍ଗଦୂତକୁ କହିଛନ୍ତି କି ଯେ :

ଏବ୍ରୀ 10:12

ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରି ଥିଲେ, ଓ ସହେି ବଳିଦାନ ସବୁଦିନ ପାଇଁ ପର୍ୟ୍ଯାପ୍ତ ଅଟେ।

Interlinear

Choose Theme