Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:31 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:31 · ଓଡ଼ିଆ ବାଇବେଲ

ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଠା ରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମ ରେ।

Cross references

ଆଦି ପୁସ୍ତକ 43:3

କିନ୍ତୁ ଯିହୁଦା ଯାକୁବଙ୍କୁ କହିଲେ, ସେ ଦେଶର କର୍ତ୍ତା ଆମ୍ଭକୁ ସତର୍କ କରାଇ ଦଇେ କହିଥିଲେ, 'ଯଦି ତୁମ୍ଭେ ତୁମ୍ଭର ଭାଇକୁ ମାେ ପାଖକୁ ନଆଣ ତବେେ ତୁମ୍ଭ ସହିତ କଥାବାର୍ତ୍ତା ହବେ ନାହିଁ।'

ପ୍ରଥମ ଶାମୁୟେଲ 8:9

ତେଣୁ ଲୋକମାନଙ୍କ କଥା ଶକ୍ସ୍ଟଣ ଏବଂ ସମାନଙ୍କେ କଥା ଅନକ୍ସ୍ଟସା ରେ କାର୍ୟ୍ଯ କର। କିନ୍ତୁ ସମାନଙ୍କେୁ ସତର୍କ କରାଇଦିଅ ଯେ, ସମାନଙ୍କେ ପାଇଁ ରାଜା କ'ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।

ଯିରିମିୟ 11:7

ମୁଁ ଯେଉଁଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସବେଠାରୁେ ମୁଁ ବାରମ୍ବାର ସମାନଙ୍କେୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ।

ଯିଖରିୟ 3:6

ତା'ପ ରେ ସଦାପ୍ରଭୁଙ୍କ ଦୂତ ଯିହାଶୂେୟଙ୍କୁ ଏହା କହି ସତର୍କ କରାଇଲେ:

ରେରିତମାନଙ୍କ କାର୍ଯ୍ୟର ବିବରଣ 20:23

ମାେତେ ପବିତ୍ର ଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗର ରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।

ରୋମୀୟଙ୍କ ପ୍ରତି ପତ୍ର 8:36

ଶାସ୍ତ୍ର ରେ ଏହିପରି ଲଖାେ ଅଛି:

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:9

କିନ୍ତୁ ମାରେ ମନେ ହୁଏ ଯେ, ପରମେଶ୍ବର ଆମ୍ଭ ପ୍ ରରେିତମାନଙ୍କୁ ସର୍ବଶଷେ ରେ ରଖିଅଛନ୍ତି। ଆମ୍ଭମାନେେ ଯେପରି ମୃତ୍ଯୁଦଣ୍ଡ ରେ ଦଣ୍ଡିତ କରା ହାଇେଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ବର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖ ରେ ଆମ୍ଭମାନେେ ଯେପରି ଏକ ନାଟକ କରୁଛୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:12

ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:14

ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:10

ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ଯୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ଯ ଆମ୍ଭ ଭିତ ରେ ପ୍ରକାଶିତ ହବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:23

ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:3

କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:19

ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:9

ତୁମ୍ଭମାନଙ୍କ କାରଣରୁ ଆମ୍ଭ ପରମେଶ୍ବରଙ୍କ ଆଗ ରେ ଆମ୍ଭର ମହାନ୍ ଆନନ୍ଦ। ଅତଏବ ତୁମ୍ଭମାନଙ୍କ ଲାଗି ଆମ୍ଭେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କରୁଛୁ। କିନ୍ତୁ ଆମ୍ଭେ ଯେତେ ଆନନ୍ଦ ଅନୁଭବ କରୁଛୁ, ସହେି ଅନୁପାତ ରେ ଆମ୍ଭେ ତାଙ୍କୁ ଧନ୍ଯବାଦ ଦଇପୋରିବୁ ନାହିଁ।

Interlinear

Choose Theme