Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:32 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:32 · ଓଡ଼ିଆ ବାଇବେଲ

ଯଦି ମୁଁ ଏଫିସଠା ରେ ମାରେ ଗର୍ବ ରକ୍ଷାର୍ଥେ ବନ୍ଯପଶୁମାନଙ୍କ ସହ ୟୁଦ୍ଧ କରିଛି, ତା' ହେଲେ ମୁଁ କ'ଣ ବା ପାଇଲି ? ଯଦି ମୃତ ଲୋକ ମୃତ୍ଯୁରୁ ଉତ୍ଥିତ ହବେ ନାହିଁ, ତା' ହେଲେ ଆସ ଖାଇବା, ପିଇବା, ମଉଜ କରିବା କାରଣ କାଲି ମରିବାକୁ ହବେ।

Cross references

ଆୟୁବ ପୁସ୍ତକ 35:3

ଏବଂ ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ ପଚାର, 'ଯଦି ଜଣେ ତାଙ୍କୁ ଖୁସି କରିବାକୁ ଚେଷ୍ଟା କରେ, ସେ କ'ଣ ଲାଭ ପାଇବ। ମୁଁ ଯଦି ପାପ ନ କରେ, ତା' ହେଲେ ମାରେ କି ଉପକାର ସାଧିତ ହବେ।'

ଗୀତସଂହିତା 73:13

କାହିଁକି ମୁଁ ମାରେ ହୃଦଯକୁ ପବିତ୍ର କରିଛି ? କାହିଁକି ନିର୍ଦ୍ ଦୋଷତାରେ ମାରେ ହସ୍ତ ପ୍ରକ୍ଷାଳନ କରିଅଛି ?

ଉପଦେଶକ 2:24

ଏପରି କହେି ଲୋକ ଅଛି କି ଯେ କହେି ମାଠାରୁେ ସୁଖୀ ହବୋ ପାଇଁ ଅଧିକ ଚେଷ୍ଟା କରିଛି।

ଉପଦେଶକ 11:9

ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।

ଯିଶାଇୟ 22:13

ମାତ୍ର ଦେଖ ! ଲୋକମାନେ ଆମାଦେ ପ୍ରମାଦେ କରୁଛନ୍ତି। ସମାନେେ କହୁଛନ୍ତି :

ଯିଶାଇୟ 56:12

ପ୍ରେତ୍ୟକକ କୁହନ୍ତି, ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ସୁରାପାନ ରେ ମତ୍ତ ହବୋ ; ପୁନଶ୍ଚ ଆଜି ଯେପରି ହବେ କାଲି ମଧ୍ଯ ସହେିପରି ହବେ ଏବଂ ତାହା ଅପରିମିତ ମହାଦିନ ହବେ।'

ମଲାଖୀ 3:14

ତୁମ୍ଭମାନେେ କହିଲ, ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।

ଲୂକଲିଖିତ ସୁସମାଚାର 9:25

ଯଦି ଜଣେ ସାରା ସଂସାର ପାଇ ଶଷେ ରେ ମରିଯାଏ ବା ହଜିଯାଏ, ତାହା ହେଲେ ଲାଭ କ'ଣ?

ଲୂକଲିଖିତ ସୁସମାଚାର 12:19

ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନକେ ଉତ୍ତମ ପଦାର୍ଥ ଅନକେ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।'

ରେରିତମାନଙ୍କ କାର୍ଯ୍ୟର ବିବରଣ 18:19

ତା'ପରେ ସମାନେେ ଏଫିସ ନଗର ରେ ପହନ୍ଚିଲେ। ସଠାେରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ବିଲାଙ୍କୁ ଛାଡ଼ି ନିଜେ ସମାଜଗୃହ ରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:1

ଆପଲ୍ଲ କରିନ୍ଥ ରେ ଥିଲେ ବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦଇେ ଯାତ୍ରା କରି ଏଫିସ ରେ ଆସି ପହନ୍ଚିଲେ। ତା'ପରେ ପାଉଲ ସଠାେରେ ସେ ଯୋହନଙ୍କ କେତକେ ଶିଷ୍ଯଙ୍କୁ ଦେଖିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:23

ସେସମୟରେ 'ପରମେଶ୍ବରଙ୍କ ପଥ' ବିଷୟ ରେ ଗୋଟିଏ ବଡ଼ ଧରଣର ଆନ୍ ଦୋଳନ ହେଲା।

ରୋମୀୟଙ୍କ ପ୍ରତି ପତ୍ର 6:19

ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦଇେ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହାଇେଥିବା କାରଣରୁ ମୁଁ ଏହି ଭଳି ବୁଝାଉଛି। ଅତୀତ ରେ ତୁମ୍ଭମାନେେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହବୋକୁ ଓ ମନ୍ଦ କର୍ମ ରେ ନିୟୁକ୍ତ କରିଥିଲ। ଫଳ ସ୍ବରୂପ ତୁମ୍ଭମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନ ଯାପନ କରୁଥିଲ। ଠିକ୍ ସହେି ଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତବେେ ତୁମ୍ଭମାନେେ କବଳେ ପରମେଶ୍ବରଙ୍କ ପାଇଁ ବଞ୍ଚିବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8

ଭାଇ ଓ ଭଉଣୀମାନେ ! ଏସିଆ ଦେଶ ରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଚାହୁଁ ଯେପରି ସହେି ବିଷୟ ରେ ତୁମ୍ଭମାନେେ ମଧ୍ଯ ଜାଣ। ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭମାନେେ ଜୀବନର ସମସ୍ତ ଆଶା ହରାଇଥିଲୁ। ସହେି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।

ଗାଲାତୀୟଙ୍କ ପ୍ରତି ପତ୍ର 3:15

ଭାଇ ଓ ଭଉଣୀମାନେ! ମୁଁ ଗୋଟିଏ ଉଦାହରଣ ଦେଉଛି : ଜଣେ ଲୋକ ଅନ୍ୟ ଜଣଙ୍କ ସହିତ କରିଥିବା ଚୁକ୍ତି ବିଷୟ ରେ ଭାବ। ସହେି ଚୁକ୍ତିଟି ଅନୁମାଦେିତ ହାଇଗେଲା ପରେ, ସେଥି ରେ କୌଣସି ପରିବର୍ତ୍ତନ ହାଇପୋ ରେ ନାହିଁ। ତାହାକୁ ଅଟକାଇ ରଖିହୁଏ ନାହିଁ ଓ ସେଥି ରେ ୟୋଡ଼ା ଯାଇପା ରେ ନାହିଁ।

ପିତରଙ୍କ ଦିତୀୟ ପତ୍ର 2:12

କିନ୍ତୁ ଏହି ଭଣ୍ଡ ଶିକ୍ଷକମାନ ନିଜେ ବୁଝି ନ ଥିବା ବିଷୟଗୁଡ଼ିକ ସମ୍ବନ୍ଧ ରେ ମନ୍ଦକଥା କୁହନ୍ତି। ଏହି ଭଣ୍ଡ ଶିକ୍ଷକମାନେ ଚିନ୍ତା କରିବାର ଶକ୍ତି ନ ଥିବା ପଶୁ ଭଳି ଆଚରଣ କରନ୍ତି, ପୁଣି ବନ୍ଯ ପଶୁମାନଙ୍କ ପରି ଧରାଯାଇ ମରା ୟିବା ନିମନ୍ତେ ଜନ୍ମ ହାଇେଛନ୍ତି। ସହେି ପଶୁମାନଙ୍କ ଭଳି ଏହି ଭଣ୍ଡଶିକ୍ଷକମାନେ ମଧ୍ଯ ନଷ୍ଟ ହବେେ।

ଯିହୂଦାଙ୍କ ପତ୍ର 1:10

କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟ ରେ ସମାଲୋଚନା କରନ୍ତି। ସମାନେେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସମାନେେ ଚିନ୍ତା ନ କରି ବୁଝନ୍ତି। କବଳେ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟଗୁଡ଼ିକ ହତେୁ ସମାନେେ ବିନଷ୍ଟ ହୁଅନ୍ତି।

Interlinear

Choose Theme