Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:46 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:46 · ଓଡ଼ିଆ ବାଇବେଲ

ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ। ମାତ୍ର ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ଆ ସେ।

Cross references

ରୋମୀୟଙ୍କ ପ୍ରତି ପତ୍ର 6:6

ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କୃଶ ଉପରେ ତାହାଙ୍କ ସହିତ ମୃତ ହାଇେ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ବ ନକରିବା ପାଇଁ ଏପରି ଘଟିଲା। ତା'ପରେ ଆମ୍ଭେ ପାପର ଦାସ ହବେୁ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 4:22

ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।

କଲସୀୟଙ୍କ ପ୍ରତି ପତ୍ର 3:9

ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭମାନେେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦଇେଛ।

Interlinear

Choose Theme