Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:48 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:48 · ଓଡ଼ିଆ ବାଇବେଲ

ଜଗତର ପ୍ରଥମ ମନୁଷ୍ଯ ଭଳି ପ୍ରେତ୍ୟକକ ମନୁଷ୍ଯ ପୃଥିବୀର ଅଟନ୍ତି। କିନ୍ତୁ ଯେଉଁମାନେ ସ୍ବର୍ଗର, ସମାନେେ ସ୍ବର୍ଗରୁ ଆଗତ ସହେି ମନୁଷ୍ଯ ତୁଲ୍ଯ।

Cross references

ଆଦି ପୁସ୍ତକ 5:3

ଆଦମକୁ 130 ବର୍ଷ ପହଞ୍ଚିବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ସେ ଠିକ୍ ଆଦମଙ୍କର ପରି ଦେଖିବାକୁ ଥିଲା। ଆଦମ ତାଙ୍କର ନାମ ଦଇେଥିଲେ ଶେଥ।

ଆୟୁବ ପୁସ୍ତକ 14:4

'ଅପରିଷ୍କାର ବସ୍ତୁରୁ କିଏ ପରିଷ୍କାର ବସ୍ତୁ ଉତ୍ପନ୍ନ କରିପା ରେ। ନା, କହେି ଜଣେ ମନୁଷ୍ଯ କରି ପାରିବ ନାହିଁ।

ଯୋହନଲିଖିତ ସୁସମାଚାର 3:6

ଜଣେ ଲୋକର ଶରୀର ତାର ପିତା ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।

ରୋମୀୟଙ୍କ ପ୍ରତି ପତ୍ର 5:12

ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:21

ଜଣେ ମନୁଷ୍ଯ ହତେୁ ଲୋକମାନଙ୍କ ପାଖକୁ ମୃତ୍ଯୁ ଆସିଲା। କିନ୍ତୁ ଜଣେ ମନୁଷ୍ଯ ଦ୍ବାରା ମଧ୍ଯ ମୃତ୍ଯୁର ପୁନରୁତ୍ଥାନ ହେଲା।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:20

କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ବର୍ଗ। ଆମେ ସ୍ବର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।

Interlinear

Choose Theme