କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:17 · ଓଡ଼ିଆ ବାଇବେଲ
ମୁଁ ସ୍ତିଫାନ, ଫତ୍ତୂର୍ନାଢ ଓ ଆଖାଯିକଙ୍କ ଆଗମନ ରେ ଆନନ୍ଦ କରୁଛି। କାରଣ ମାେ ପାଇଁ ଯାହା ତୁମ୍ଭମାନେେ କରି ପାରି ନାହଁ, ତାହା ସମାନେେ କରି ପାରିଲେ।
Cross references
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:9
ତୁମ୍ଭମାନଙ୍କ ସହିତ ଥିବା ବେଳେ, ମାରେ ଆବଶ୍ଯକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସମାନେେ ମାରେ ସମସ୍ତ ଆବଶ୍ଯକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହାଇେ ନାହିଁ ଓ ଭବିଷ୍ଯତ ରେ ମଧ୍ଯ କଦାପି ହବେି ନାହିଁ।
ଫିଲିପ୍ପୀୟଙ୍କ ପ୍ରତି ପତ୍ର 2:30
ଖ୍ରୀଷ୍ଟଙ୍କ କାମ ପାଇଁ ସେ ମୃତପ୍ରାଯଃ ହାଇେ ଯାଇଥିବାରୁ ସମ୍ମାନିତ ହବୋ ଉଚିତ୍। ମାେତେ ସାହାୟ୍ଯ କରିବା ପାଇଁ ସେ ନିଜ ଜୀବନକୁ ବିପଦ ରେ ପକାଇଥିଲେ। ତୁମ୍ଭେ ଦେଖିଥିବା ସବୋ ରେ ୟହା କମ୍ ରହି ଯାଇଥିଲା, ସତେିକି ସେ ପୂରଣ କରି ଦଇେଥିଲେ।
ଫିଲୀମୋନଙ୍କ ପ୍ରତି ପତ୍ର 1:13
ମୁଁ ବନ୍ଦୀ ଗୃହ ରେ ଥିବା ସମୟରେ ମାେତେ ସୁସମାଚାର ପାଇଁ ସାହାୟ୍ଯ କରିବ ବୋଲି ତାହାକୁ ମାେ ସହିତ ରଖିବାକୁ ଚାହୁଁଥିଲି। ମାେତେ ସାହାୟ୍ଯ କରିବା ଦ୍ବାରା ସେ ତୁମ୍ଭର ସବୋ କରିଥାଆନ୍ତା।