ପ୍ରେତ୍ୟକକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜ ଆୟ ଅନୁଯାଯୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭମାନେେ ଏହାକୁ ଗୋଟିଏ ବିଶଷେ ସ୍ଥାନ ରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖ ରେ ପହଁଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।
Cross references
ଏହାପରେ ଇସ୍ହାକ ସହେି ଦେଶ ରେ କୃଷି କର୍ମ କରି ସହେି ବର୍ଷ ଯାହା ଲଗାଇଥିଲେ, ସବୁ ଅମଳ କଲେ। କାରଣ ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
ଲାବନ ତାଙ୍କୁ କହିଲା, ମାେତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ଯା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ମାେତେ ଆଶୀର୍ବାଦ କରିଛନ୍ତି।
ଯେତବେେଳେ ମୁଁ ଆସିଲି ତୁମ୍ଭର ଖୁବ କମ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମାେ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମାରେନିଜ ପରିବାରକୁ ଯୋଗଇବା ପାଇଁ ସମୟ ଆସିଛି।
ତୁମ୍ଭେ ମାେତେ ଦୟା ଦଖାଇେ ଆସିଅଛ। ତୁମ୍ଭେ ମାରେ ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷଯ ପାଇଁ ୟୋଗ୍ଯ ନୁହେଁ। ମୁଁ ଯେତବେେଳେ ପ୍ରଥମଥର ୟର୍ଦ୍ଦନ ନଦୀ ପାରି ହଲିେ, କବଳେ ଏ ବାଡ଼ି ଛଡ଼ା ମାରେ କିଛି ନଥିଲା। କିନ୍ତୁ ବର୍ତ୍ତମାନ ମାରେପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହାଇପୋ ରେ।
ସତଣୁ ମୁଁ ବିନତୀ କରୁଛି ତୁମ୍ଲଭସମାର ଉପହାର ଗ୍ରହଣ କର। ପରଲମଶ୍ବରସମା ପ୍ରତି ସଦଯସହାଇଛନ୍ତି।ସମାର ଆବଶ୍ଯକତାଠାରୁ ଅଧିକ ପାଇଛି। ଯାକୁବ ଏଲଷୗକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲଲ।ସତଣୁସସସସଗୁଡ଼ିକୁ ଗ୍ରହଣ କଲଲ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସ୍ମରଣ କର। ଏହା କଥା ମନରେଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦଇେଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।
ଦେଶ ରେ ସର୍ବଦା ଗରିବ ଲୋକ ରହିବେ। ଯେଉଁଥିପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା ଦଇେ କହକ୍ସ୍ଟଛକ୍ସ୍ଟ, ତୁମ୍ଭମାନେେ ତୁମ୍ଭର ଦରିଦ୍ର ଭାଇମାନଙ୍କୁ ନିଶ୍ଚଯ ସାହାୟ୍ଯ କରିବ। ତାଙ୍କର ଆବଶ୍ଯକତା ଅନକ୍ସ୍ଟସା ରେ ସମାନଙ୍କେୁ ସାହାୟ୍ଯ କର।
ସାଦୋକ୍ ବଂଶର ମୁଖ୍ଯଯାଜକ ଅସରିଯ ହିଜକିଯଙ୍କୁ କହିଲେ, ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସହେି ସମୟଠାରୁ ଆମ୍ଭମାନେେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଆମ୍ଭମାନେେ ଭୋଜନ କରିସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି ! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।
ଲୋକମାନେ କୋଡିଏ ଓଜନ ମାପର ଶସ୍ଯ ଗ୍ଭହିଁଥିଲେ କିନ୍ତୁ ଶସ୍ଯ ସ୍ତୁପ ରେ ମାତ୍ର ଦଶ ଓଜନ ମାପର ଶସ୍ଯ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥି ରେ ମାତ୍ର କୋଡିଏ ମାଠିଆ ଦ୍ରାକ୍ଷାରସ ଥିଲା।
ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମାରେ ଦ୍ରବ୍ଯ ଚୋରି କରିଛ। ତୁମ୍ଭମାନେେ ସଂପୂର୍ଣ୍ଣ ଅଭିଶପ୍ତ।
ଯୀଶୁ ମନ୍ଦିରର ଦାନ ବାକ୍ସ ପାଖ ରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସ ରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ଯ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସ ରେ ପ୍ରଚୁର ଟଙ୍କା ପକାଉଥିଲେ।
ଏ ସ୍ତ୍ରୀ ଲୋକଟିର ମାେ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସତକେ କରିଛି। ସମାଧି ନିମନ୍ତେ ମାେ ଦହକେୁ ପ୍ରସ୍ତୁତ କରିବା ପାଇଁ ସେ ମାେ ଦହେ ରେ ମାରେ ମୃତ୍ଯୁ ପୂର୍ବରୁ ଅତର ଢାଳିଛି।
େଛାଟ େଛାଟ ବିଷୟ ରେ ଯଦି ଜଣକୁ ବିଶ୍ବାସ କରାଯାଇ ପାରିବ, ତବେେ ତାକୁ ବଡ ବିଷୟ ଗୁଡିକ ପାଇଁ ମଧ୍ଯ ବିଶ୍ବାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହାଇଯୋଏ ତବେେ ସେ ଅଧିକ ଜିନିଷ ପାଇଁ ମଧ୍ଯ ଆସାଧୁ ହାଇଯେିବା
ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସହେି ସ୍ତ୍ରୀ ଲୋକମାନେ ଯେଉଁଠା ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ଆସିଲେ। ସମାନେେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ଯ ସଙ୍ଗ ରେ ଆଣିଥିଲେ।
ସଦେିନ ରବିବାର ଥିଲା। ସନ୍ଧ୍ଯା ରେ ସବୁ ଶିଷ୍ଯମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟ ରେ ଶିଷ୍ଯମାନେ ଘରର ସବୁ କବାଟ ବନ୍ଦ କରିଦଇେଥିଲେ। ତା'ପରେ ଯୀଶୁ ଆସି ସମାନଙ୍କେ ମଧିଅରେ ଠିଆ ହାଇେ ସେ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
ଗୋଟିଏ ସପ୍ତାହ ପରେ ଶିଷ୍ଯମାନେ ପୁଣି ଘର ଭିତ ରେ ଥିଲେ। ଥୋମା ସମାନଙ୍କେ ସହିତ ଥିଲେ। କବାଟରେ ତାଲା ପଡିଥିଲା। କିନ୍ତୁ ଯୀଶୁ ଆସି ସମାନଙ୍କେ ମଧିଅରେ ଠିଆ ହେଲେ। ସେ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
ମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହବୋ ବେଳେ ପାଉଲ ସମାନଙ୍କେୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଚ଼ାଲିୟିବା ପାଇଁ ଯୋଜନା କରି ମଧ୍ଯରାତ୍ରି ପର୍ୟ୍ଯନ୍ତ ସମାନଙ୍କେୁ ଉପଦେଶ ଦେଲେ।
ଭାଇ ଓ ଭଉଣୀମାନେ! ପରମେଶ୍ବର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସହେି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।
ତା' ହେଲେ ଯାଇ ତୁମ୍ଭମାନଙ୍କର କରିବା ତୁମ୍ଭମାନଙ୍କର ଇଚ୍ଛା କରିବା ସହିତ ସମାନ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ତହିଁରୁ ଦାନ କର।
କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ଯ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟ ରେ ଆମ୍ଭର ଯେଉଁ ଗର୍ବ ତାହା ବ୍ଯର୍ଥ ନ ହେଉ।
ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।