Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:21 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:21 · ଓଡ଼ିଆ ବାଇବେଲ

ମୁଁ ପାଉଲ, ନିଜ ହାତ ରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।

Cross references

ରୋମୀୟଙ୍କ ପ୍ରତି ପତ୍ର 16:22

ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ଯ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମ ରେ ନମସ୍କାର କରୁଅଛି।

ଗାଲାତୀୟଙ୍କ ପ୍ରତି ପତ୍ର 6:11

ଦେଖ ! ମୁଁ ନିଜ ହାତ ରେ ଓ କେତେ ବଡ଼ବଡ଼ ଅକ୍ଷର ରେ ତୁମ୍ଭମାନଙ୍କୁ ଏହି ପତ୍ରଟି ଲେଖିଛି।

କଲସୀୟଙ୍କ ପ୍ରତି ପତ୍ର 4:18

ମୁଁ ପାଉଲ, ନିଜ ହସ୍ତାକ୍ଷର ରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମାରେ ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କର ଅନୁଗ୍ରହ ରହୁ। ଆମେନ୍।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:17

ମୁଁ (ପାଉଲ), ସେ ନିଜ ହାତ ରେ ଲେଖିଥିବା ଏହି ପତ୍ର ମାେ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମାରେ ବୋଲି ଜଣାଇ ଦବୋ ପାଇଁ ମୁଁ ମାରେ ସମସ୍ତ ପତ୍ର ରେ ଦସ୍ତଖତ କରିଛି। ମାେ ଲେଖିବାର ଢ଼ଙ୍ଗ ଏହିପରି।

ଫିଲୀମୋନଙ୍କ ପ୍ରତି ପତ୍ର 1:19

ମୁଁ ପାଉଲ, ଏହି କଥା ମାେ ହାତ ରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦବୋକୁ ଅଛି, ମୁଁ ତାହା ତୁମ୍ଭକୁ ଫରୋଇ ଦବେି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମାେ'ଠା ରେ କେତେ ଋଣୀ, ସେ ସମ୍ପର୍କ ରେ ମୁଁ କିଛି କହିବି ନାହିଁ।

Interlinear

Choose Theme