Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:24 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:24 · ଓଡ଼ିଆ ବାଇବେଲ

ଖ୍ରୀଷ୍ଟଯୀଶୁଙ୍କ ଠା ରେ ତୁମ୍ଭ ସମସ୍ତଙ୍କ ପ୍ରତି ମାରେ ପ୍ ରମେ ଭାବ ରହିଥାଉ।

Cross references

ମାଥିଉଲିଖିତ ସୁସମାଚାର 6:13

ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'

ମାଥିଉଲିଖିତ ସୁସମାଚାର 28:20

ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:14

ତୁମ୍ଭମାନଙ୍କୁ ଲଜ୍ଜିତ କରିବା ପାଇଁ ମୁଁ ଏହା ଲେଖୁନାହିଁ। ବରଂ ନିଜର ପ୍ରିୟ ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ସଚତନେ କରାଉଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:16

ତୁମ୍ଭମାନେେ ଯଦି ଆତ୍ମା ଦ୍ବାରା ପରମେଶ୍ବରଙ୍କ ପ୍ରଶଂସା କର, ତବେେ ସାଧାରଣ ଲୋକ ତୁମ୍ଭକଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ଯବାଦ ରେ ଆମେନ୍ କହିବେ ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:14

ସାହସୀ ହୁଅ, ବଳବାନ ହୁଅ। ପ୍ରେତ୍ୟକକ କର୍ମ ପ୍ ରମରେ ସାଧିତ କର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:11

ମୁଁ କାହିଁକି ତୁମ୍ଭମାନଙ୍କ ପାଇଁ ବୋଝ ହେଉ ନାହିଁ ? ଏହା କ'ଣ ଏଥିପାଇଁ ଯେ ମୁଁ ତୁମ୍ଭମାନଙ୍କୁ ଭଲ ପାଏ ନାହିଁ ? ନା, ପରମେଶ୍ବର ଜାଣନ୍ତି ଯେ, ମୁଁ ତୁମ୍ଭମାନଙ୍କୁ ଭଲ ପାଏ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:15

ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ ?

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:8

ପରମେଶ୍ବର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟଯୀଶୁଙ୍କର ସ୍ନହପେୂର୍ଣ୍ଣ କରୁଣା ରେ ମୁଁ ତୁମ୍ଭମାନଙ୍କୁ ପ୍ ରମେ କରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:19

ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।

Interlinear

Choose Theme