Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:5 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:5 · ଓଡ଼ିଆ ବାଇବେଲ

ମାରେ ମାକିଦନିଆ ବାଟ ଦଇେ ୟିବା କାର୍ୟ୍ଯକ୍ରମ ଅଛି। ମାକିଦନିଆ ବାଟ ଦଇେ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 19:21

ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାଯା ବାଟ ଦଇେ ୟିରୁଶାଲମ ୟିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, ୟିରୁଶାଲମ ଗଲାପରେ ମୁଁ ରୋମକୁ ୟିବା କଥା।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:1

ତ୍ତଜେନା ଶାନ୍ତ ହବୋ ପରେ ପାଉଲ ଯୀଶୁଙ୍କର ଶିଷ୍ଯମାନଙ୍କୁ ଡ଼ାକାଇ ପାଠାଇଲେ ଓ ସମାନଙ୍କେୁ ଉତ୍ସାହିତ କଲେ। ତା'ପରେ ସମାନଙ୍କେଠାରୁ ବିଦାୟ ନଇେ ସେ ମାକିଦନିଆକୁ ଯାତ୍ରା କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:19

କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ଓ ଅହଂକାର କରୁଥିବା ଲୋକମାନେ କଣ ଅଧିକ କାର୍ୟ୍ଯକ କରୁଛନ୍ତି ତାହା ମୁଁ ଦେଖିବାକୁ ଚା ହେଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:15

ମାହେର ଏହି ବିଶ୍ବାସ ଥିବାରୁ ମୁଁ ପ୍ରଥମ ରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ବାରା ତୁମ୍ଭମାନେେ ଦୁଇଥର ଆଶୀର୍ବାଦ ଲାଭ କରିବ।

Interlinear

Choose Theme