କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:11 · ଓଡ଼ିଆ ବାଇବେଲ
କୌଣସି ମନୁଷ୍ଯ ଏକ ମନୁଷ୍ଯର ମନକଥା ଜାଣିପା ରେ ନାହିଁ। କବଳେ ମଣିଷ ଭିତ ରେ ଥିବା ଆତ୍ମା ତା'ର ମନକଥା ଜାଣିପାରନ୍ତି। ସହେିଭଳି ପରମେଶ୍ବରଙ୍କ ମନକଥା ତାଙ୍କରି ଆତ୍ମା ବ୍ଯତୀତ କିଏ ଜାଣି ପାରିବ ?
Cross references
ହିତୋପଦେଶ 14:10
ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ।
ହିତୋପଦେଶ 20:5
ମନୁଷ୍ଯ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସହେି ଗଭୀର ଜଳକୁ କାଢ଼ି ପାରିବ।
ହିତୋପଦେଶ 20:27
ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।
ଯିରିମିୟ 17:9
ଯାହାର ଅନ୍ତଃକରଣ ସବୁଠାରୁ କପଟମଯ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କହେି ଜାଣିପାରିବେ ନାହିଁ।
ରୋମୀୟଙ୍କ ପ୍ରତି ପତ୍ର 11:33
ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:10
କିନ୍ତୁ ପରମେଶ୍ବର ଆତ୍ମାଙ୍କ ମାଧ୍ଯମ ରେ ଏହି ନିଗୂଢ଼ ବିଷୟମାନ ଆମକୁ ଦଖାଇେ ଦଇେଛନ୍ତି।