Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:10 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:10 · ଓଡ଼ିଆ ବାଇବେଲ

ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ବରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ଯବହାର କଲି। ଅନ୍ୟମାନେ ସହେି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରେତ୍ୟକକ ଲୋକ ନିର୍ମାଣ କଲା ବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟ ରେ ସତର୍କ ହବୋ ଉଚିତ୍।

Cross references

ଯାତ୍ରା ପୁସ୍ତକ 36:4

ଶଷେ ରେ, ପବିତ୍ର ସ୍ଥାନର ନିପୂଣ କର୍ମକର୍ତ୍ତାଗଣ କାର୍ୟ୍ଯ ଛାଡି ମାଶାଙ୍କେ ନିକଟକୁ କହିବା ପାଇଁ ଗଲେ।

ପ୍ରଥମ ରାଜାବଳୀ 3:9

ତେଣୁ ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ଠିକ୍ ଓ ଭୂଲ୍ ବାଛିବା ପାଇଁ ତୁମ୍ଭେ ମାେତେ ଜ୍ଞାନ ଦିଅ ଓ ବୁଦ୍ଧି ଦିଅ। ମାେତେ ଜ୍ଞାନ ଦିଅ ଯେପରି ମୁଁ ଲୋକମାନଙ୍କୁ ନ୍ଯାଯ ସହିତ ଶାସନ ଓ ବିଗ୍ଭର କରିପା ରେ। କାରଣ ଏହା ବିନା ଏହି ମହା ଗୋଷ୍ଠୀର କିଏ ନ୍ଯାଯ କରିପାରିବ?

ଦିତୀୟ ବଂଶାବଳୀ 2:12

ହୂରମ୍ ଆହୁରି ମଧ୍ଯ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ପ୍ରଶଂସା କର। ସେ ସ୍ବର୍ଗ ଓ ମର୍ତ୍ତ୍ଯ ସୃଷ୍ଟି କଲେ। ସେ ରାଜା ଦାଉଦଙ୍କୁ ଏକ ଜ୍ଞାନୀ ପୁତ୍ର ଦେଲେ, ଜଣେ ପୁତ୍ର ଯାହାର ଜ୍ଞାନ ଓ ବୁଝାମଣା ଶକ୍ତି ଅଛି। ସହେି ପୁତ୍ର ସଦାପ୍ରଭୁଙ୍କ ନିମନ୍ତେ ଏକ ମନ୍ଦିର ଏବଂ ନିଜ ନିମନ୍ତେ ଏକ ରାଜକୀଯ ପ୍ରାସାଦ ନିର୍ମାଣ କରୁଛନ୍ତି।

ହିତୋପଦେଶ 12:8

ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ଯ ପ୍ରଶଂସିତ ହବେ। କିନ୍ତୁ ସହେି ମନୁଷ୍ଯ ଯାହାର ହୃଦଯ ଦୁଷ୍ଟ ଓ ଜିଦ୍ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।

ଉପଦେଶକ 12:9

ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।

ଦାନିଏଲ 12:3

ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ଯ ହବେେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ୟ୍ଯ କରିବେ, ଶଷେ ସମୟ ପର୍ୟ୍ଯନ୍ତ ତାରାଗଣ ତୁଲ୍ଯ ଉଜ୍ଜ୍ବଳ ହବେେ।

ଯିଖରିୟ 4:9

ୟିରୁଦ୍ଦାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ୟ୍ଯ ଶଷେ କରିବ। ତା'ପ ରେ ତୁମ୍ଭମାନେେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।

ମାଥିଉଲିଖିତ ସୁସମାଚାର 7:24

ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।

ମାଥିଉଲିଖିତ ସୁସମାଚାର 24:45

କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?

ଲୂକଲିଖିତ ସୁସମାଚାର 11:35

ମନରେଖ, ତୁମ୍ଭ ଭିତରର ଆଲୁଅ ଯେପରି ଅନ୍ଧକାରମୟ ହାଇେ ନଯାଏ।

ଲୂକଲିଖିତ ସୁସମାଚାର 21:8

ଯୀଶୁ କହିଲେ, ସାବଧାନ! ଭ୍ରାନ୍ତହୁଅ ନାହିଁ। ମାେ ନାମ ବ୍ଯବହାର କରି ଅନକେ ଲୋକ ଆସିବେ। ସମାନେେ କହିବେ, 'ମୁଁ ଖ୍ରୀଷ୍ଟ' ଏବଂ 'ଉପୟୁକ୍ତ ସମୟ ଆସିଯାଇଛି।' କିନ୍ତୁ ତୁମ୍ଭମାନେେ ସମାନଙ୍କେୁ ଅନୁସରଣ କରିବନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:27

ସେ ଯେତବେେଳେ ଆଖାଯାକୁ ବାହାରିଲେ, ସେତବେେଳେ ଭାଇମାନେ ତାହାଙ୍କୁ ଉତ୍ସାହିତ କଲେ। ସମାନେେ ତାହାଙ୍କୁ ସ୍ବାଗତ କରିବାପାଇଁ ଶିଷ୍ଯମାନଙ୍କୁ ପତ୍ର ଲେଖିଲେ। ସେ ସଠାେରେ ପହଞ୍ଚି ପରମେଶ୍ବରଙ୍କ ଅନୁଗ୍ରହ ରେ ବିଶ୍ବାସ କରିଥିବା ଲୋକମାନଙ୍କର ବହୁତ ସାହାୟ୍ଯ କଲେ।

ରୋମୀୟଙ୍କ ପ୍ରତି ପତ୍ର 1:5

ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ପରମେଶ୍ବର ମାେତେ ବାର୍ତ୍ତାବହ ହବୋର ବିଶଷେ କାର୍ୟ୍ଯ ଦଇେଛନ୍ତି। ପରମେଶ୍ବର, ଏହା ଦ୍ବାରା ସମସ୍ତ ଜାତିର ଲୋକଙ୍କ ମନ ରେ ତାହାଙ୍କ ପ୍ରତି ବିଶ୍ବାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମାେତେ ଦେଲେ। ମୁଁ ଏହି କାମ ଯୀଶୁଖ୍ରୀଷ୍ଟଙ୍କ ପାଇଁ କରୁଛି।

ରୋମୀୟଙ୍କ ପ୍ରତି ପତ୍ର 12:3

ପରମେଶ୍ବର ମାେତେ ବିଶଷେ ଅନୁଗ୍ରହ ପ୍ରଦାନ କରୁଥିବାରୁ ମାରେ ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ବର ଯେଉଁ ପ୍ରକାରର ବିଶ୍ବାସ ତୁମ୍ଭକୁ ଦଇେଛନ୍ତି, ସହେି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।

ରୋମୀୟଙ୍କ ପ୍ରତି ପତ୍ର 15:15

କିନ୍ତୁ ପୁନର୍ବାର ମନେ ପକାଇବା ପାଇଁ ମୁଁ ଖୋଲାଖାଲିେ ଭାବେ କେତକେ ବିଷୟ ରେ ଲେଖିଥିଲି। ପରମେଶ୍ବରଙ୍କ ଠାରୁ ବିଶଷେ ଅନୁଗ୍ରହଦାନ ପାଇଥିବାରୁ, ମୁଁ ଏପରି କଲି।

ରୋମୀୟଙ୍କ ପ୍ରତି ପତ୍ର 15:20

ମୁଁ ସହେି ଜାଗାମାନଙ୍କ ରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠା ରେ ଖ୍ରୀଷ୍ଟଙ୍କର ନାମ ମଧ୍ଯ ଲୋକମାନେ ଶୁଣି ନାହାଁନ୍ତି। ଏପରି କରିବା ଉଲେଖ୍ଯ ଯେ, ଅନ୍ୟ ଲୋକ ଦ୍ବାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ୟ୍ଯକୁ ଯେପରି ମୁଁ ଆଉଥରେ ନ କରେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:5

ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:11

ତିଆରି ହାଇେଥିବା ମୂଳଦୁଆ ବ୍ଯତୀତ ଅନ୍ୟ ମୂଳଦୁଆ କହେି ପକାଇ ପାରିବ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:2

ଅନ୍ୟମାନେ ମାେତେ ପ୍ ରରେିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭମାନେେ ମାେତେ ପ୍ ରରେିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ ରରେିତ, ତୁମ୍ଭମାନେେ ଏଥିର ପ୍ରମାଣ ଅଟ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:10

କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ମୁଁ ଆଜି ଏହା ହାଇପୋରିଛି। ମାେ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହାଇେ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ ରରେିତଙ୍କ ତୁଳନା ରେ କଠାେର ପରିଶ୍ରମ କରିଛି। ମୁଁ ପ୍ରକୃତ ରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଏହା କରିପାରିଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:15

ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:13

ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 2:20

ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହାଇେ ଠିଆ ହାଇେଛ। ପରମେଶ୍ବର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସହେି ଭବନର କଣର ପ୍ରଧାନ ପଥର ଅଟନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 3:2

ତୁମ୍ଭମାନେେ ଶୁଣିଥିବ, ପରମେଶ୍ବର ତାହାଙ୍କର ମହାନ ଅନୁଗ୍ରହ ରେ ମାେତେ ଏହି ବିଶଷେ କାର୍ୟ୍ଯ ଦଇେଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିପା ରେ।

କଲସୀୟଙ୍କ ପ୍ରତି ପତ୍ର 1:29

ଖ୍ରୀଷ୍ଟ ମାେତେ ଦଇେଥିବା ମହାନ୍ ଶକ୍ତି ବଳ ରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମାେ ଜୀବନ ରେ କାମ କରୁଛି।

କଲସୀୟଙ୍କ ପ୍ରତି ପତ୍ର 4:17

ଆର୍ଖିପ୍ପଙ୍କୁ କୁହ : ପ୍ରଭୁ ଯେଉଁ କାମ ତୁମ୍ଭକୁ ଦଇେଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହାଇେ କର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:11

ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4:16

ତୁମ୍ଭ ନିଜ ଜୀବନ ସମ୍ବନ୍ଧ ରେ ଓ ତୁମ୍ଭ ବିଷୟ ରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରିପାରିବ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:15

ପରମେଶ୍ବରଙ୍କ ସୁଗ୍ରାହ୍ଯ ବ୍ଯକ୍ତି ହବୋ ଲାଗି ଯଥାସାଧ୍ଯ ଚେଷ୍ଟା କର। ନିଜକୁ ତାହାଙ୍କଠା ରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସବେକ ହୁଅ ୟିଏ ସତ୍ ଶିକ୍ଷା ଠିକ୍ ଭାବରେ କାମ ରେ ଲଗାଉଛି।

ଯାକୁବଙ୍କ ପତ୍ 3:1

ମାେ ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ ଅନକେ ଶିକ୍ଷକ ହବୋ ଉଚିତ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠାେର ଭାବରେ ବିଚାରିତ ହବେୁ।

ପିତରଙ୍କ ପ୍ରଥମ ପତ୍ 4:11

ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।

ପିତରଙ୍କ ଦିତୀୟ ପତ୍ର 2:1

ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:14

ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସହେି ପଥର ଉପରେ ମଷେଶାବକଙ୍କର ବାର ଜଣ ପ୍ ରରେିତଙ୍କର ନାମ ଲଖାଯାେଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:19

ନଗରୀ କାନ୍ଥର ମୂଳଦୁଆ ପଥର ରେ ବହୁମୂଲ୍ଯ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ବିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ୟ୍ଯମଣି, ଚତୁର୍ଥଟି ମରକତମଣି ଥିଲା।

Interlinear

Choose Theme