ଯଦି ସେ ମୂଳଦୁଆ ଉପରେ ନିର୍ମିତ ଲୋକର ଗୃହ ଠିଆ ହାଇେ ରହିଥିବ। ତା' ହେଲେ ସେ ଲୋକ ତା'ର ପୁରସ୍କାର ପାଇବ।
Cross references
ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ଯ ହବେେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ୟ୍ଯ କରିବେ, ଶଷେ ସମୟ ପର୍ୟ୍ଯନ୍ତ ତାରାଗଣ ତୁଲ୍ଯ ଉଜ୍ଜ୍ବଳ ହବେେ।
କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?
ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦଇେଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ଯ ସମାନ ଓ ଦୁ ହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।
ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।
ତୁମ୍ଭ ଦଳ ରେ ଥିବା ପ୍ରାଚୀନମାନଙ୍କୁ ଏବେ ମାରେ କିଛି କହିବାର ଅଛି। ମୁଁ ମଧ୍ଯ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ୟନ୍ତ୍ରଣା ନିଜ ଆଖି ରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ଯତ ରେ ଦଖାଇେ ଦିଆୟିବ, ସେଥି ରେ ମଧ୍ଯ ମୁଁ ଭାଗ ନବେି।
ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।
ସୁ୍ମର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :