Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:18 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:18 · ଓଡ଼ିଆ ବାଇବେଲ

ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା

Cross references

ହିତୋପଦେଶ 3:5

ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ।

ହିତୋପଦେଶ 3:7

ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର : ମନ୍ଦଠାରୁ ଦୂ ରଇେ ରୁହ।

ହିତୋପଦେଶ 5:7

ବର୍ତ୍ତମାନ ପୁତ୍ରମାନେ, ମାରେ ବାକ୍ଯ ଶ୍ରବଣ କର। ମାରେ ବାକ୍ଯ ପାଶୋର ନାହିଁ।

ହିତୋପଦେଶ 26:12

ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ୟିଏ ଭାବେ ସେ ଜ୍ଞାନୀ, ସେତବେେଳେ ସେ ଜ୍ଞାନୀ ନ ଥାଏ।

ଯିଶାଇୟ 5:21

ସସମାଲନ ମଧ୍ଯ ନିଜକୁ ଭାବନ୍ତିସଯସସମାଲନ ଅତି କର୍ମଠ ଓ ବୁଦ୍ଧିମାନ।

ଯିଶାଇୟ 44:20

ସଯ ଭସ୍ମସଭାଜନ କଲର,ସସ ନିଜର ଜୀବନକୁ ରକ୍ଷା କରିପାସର ନାହିଁ।ସମା ଦକ୍ଷିଣ ହସ୍ତସର ଏହି ସମସ୍ତ ବିଷଯସର କ'ଣସକୗଣସି ମିଥ୍ଯା ନାହିଁ ? କହିପାସର ନାହିଁ। ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।

ଯିରିମିୟ 8:8

ତୁମ୍ଭମାନେେ କହୁଛ ଯେ, 'ଆମ୍ଭମାନେେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ଯବସ୍ଥା ଆମ୍ଭମାନଙ୍କଠା ରେ ଅଛି।' ମାତ୍ର ଏହା ସତ୍ଯ ନୁହେଁ। କାରଣ ଅଧ୍ଯାପକଗଣଙ୍କ ମିଥ୍ଯା ଲେଖନୀ ମିଥ୍ଯା ଲେଖିଅଛି।

ଯିରିମିୟ 37:9

ସଦାପ୍ରଭୁ ଏହି କଥା କହନ୍ତି, 'କଲଦୀଯମାନେ ନିଶ୍ଚଯ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭମାନେେ ଏହି କଥା କହି ନିଜକୁ ଭୁଲାଅ ନାହିଁ। ବାବିଲର ସୈନ୍ଯ ନିଶ୍ଚଯ ଆମ୍ଭ ସହିତ ରହିବେ। କାରଣ ସମାନେେ ଯିବେ ନାହିଁ।

ମାଥିଉଲିଖିତ ସୁସମାଚାର 18:4

ଯେଉଁ ଲୋକ ନିଜକୁ ଗୋଟିଏ େଛାଟ ପିଲା ଭଳି ନମ୍ର କରିଥାଏ, ସହେି ଲୋକ ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ।

ମାର୍କଲିଖିତ ସୁସମାଚାର 10:15

ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଗୋଟିଏ େଛାଟ ପିଲା ସରଳ ମନ ରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭମାନେେ ପରମେଶ୍ବରଙ୍କ ରାଜ୍ଯ ଗ୍ରହଣ କରିବା ଉଚିତ ନଚତେ ତୁମ୍ଭେ ସଠାେରେ କବେେ ହେଲେ ପ୍ରବେଶ କରି ପାରିବ ନାହିଁ।

ଲୂକଲିଖିତ ସୁସମାଚାର 18:17

ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ଗୋଟିଏ େଛାଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭମାନେେ ପରମେଶ୍ବରଙ୍କ ରାଜ୍ଯ ଗ୍ରହଣ ନକଲେ ତା' ମଧିଅରେ ପ୍ରବେଶ କରି ପାରିବନାହିଁ।

ଲୂକଲିଖିତ ସୁସମାଚାର 21:8

ଯୀଶୁ କହିଲେ, ସାବଧାନ! ଭ୍ରାନ୍ତହୁଅ ନାହିଁ। ମାେ ନାମ ବ୍ଯବହାର କରି ଅନକେ ଲୋକ ଆସିବେ। ସମାନେେ କହିବେ, 'ମୁଁ ଖ୍ରୀଷ୍ଟ' ଏବଂ 'ଉପୟୁକ୍ତ ସମୟ ଆସିଯାଇଛି।' କିନ୍ତୁ ତୁମ୍ଭମାନେେ ସମାନଙ୍କେୁ ଅନୁସରଣ କରିବନାହିଁ।

ରୋମୀୟଙ୍କ ପ୍ରତି ପତ୍ର 11:25

ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।

Interlinear

Choose Theme