Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:2 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:2 · ଓଡ଼ିଆ ବାଇବେଲ

ସେତବେେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦଇେ କ୍ଷୀର ଦଲେି। ଏପରି କରିବାର ଉଦ୍ଦେଶ୍ଯ ଯେ, ତୁମ୍ଭମାନେେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ଯ ତୁମ୍ଭମାନେେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ।

Cross references

ଯୋହନଲିଖିତ ସୁସମାଚାର 16:12

ମାରେ ତୁମ୍ଭମାନଙ୍କୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ େସତେ ମାତ୍ରା ରେ ସଗେୁଡିକ ବର୍ତ୍ତମାନ ତୁମ୍ଭେ ଗ୍ରହଣ କରିପାରିବ ନାହିଁ।

ଏବ୍ରୀ 5:11

ଏ ବିଷୟ ରେ ଆମ୍ଭର ତୁମ୍ଭମାନଙ୍କୁ ଅନକେ କଥା କହିବା ପାଇଁ ଅଛି। କିନ୍ତୁ ଯେ ହତେୁ ତୁମ୍ଭମାନେେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।

ପିତରଙ୍କ ପ୍ରଥମ ପତ୍ 2:2

ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।

Interlinear

Choose Theme