Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:20 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:20 · ଓଡ଼ିଆ ବାଇବେଲ

ଶାସ୍ତ୍ର ରେ ଏହା ମଧ୍ଯ ଲଖାେଅଛି : ପ୍ରଭୁ ଜ୍ଞାନୀମାନଙ୍କର ମନକଥା ଜାଣନ୍ତି। ସମାନଙ୍କେ ସମସ୍ତ ଚିନ୍ତାଧାରା ଯେ ମୂଲ୍ଯହୀନ ଏହା ମଧ୍ଯ ସେ ଜାଣନ୍ତି।

Cross references

ଆୟୁବ ପୁସ୍ତକ 11:11

ସତ ରେ ପରମେଶ୍ବର ଜାଣନ୍ତି କିଏ ଅ ଯୋଗ୍ଯ। ପରମେଶ୍ବର ଯେତବେେଳେ ମନ୍ଦ ବିଷଯ ଦେଖନ୍ତି, ସେ ତାହା ମନେ ପକାନ୍ତି।

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଗୀତସଂହିତା 94:11

ସଦାପ୍ରଭୁ ଜାଣନ୍ତି ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।

ରୋମୀୟଙ୍କ ପ୍ରତି ପତ୍ର 1:21

ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା।

କଲସୀୟଙ୍କ ପ୍ରତି ପତ୍ର 2:8

ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।

Interlinear

Choose Theme