Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:22 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:22 · ଓଡ଼ିଆ ବାଇବେଲ

ପାଉଲ, କଫୋ ବା ପିତର ; ଜଗତ ଜୀବନ ବା ମୃତ୍ଯୁ ; ବର୍ତ୍ତମାନ ବା ଭବିଷ୍ଯତ ସମସ୍ତ ହିଁ ତୁମ୍ଭମାନଙ୍କର।

Cross references

ରୋମୀୟଙ୍କ ପ୍ରତି ପତ୍ର 8:37

କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:12

ମୁଁ ଏହା କହିବା ଅର୍ଥ : ତୁମ୍ଭମାନଙ୍କ ଭିତରୁ ଜଣେ କୁ ହେ, ମୁଁ ପାଉଲଙ୍କର ଅନୁଗାମୀ, ଆଉଜଣେ କୁ ହେ ମୁଁ ଆପଲ୍ଲଙ୍କର ଅନୁଗାମୀ, ଅନ୍ୟ ଜଣେ କୁ ହେ, ମୁଁ କଫୋଙ୍କର ଅନୁଗାମୀ, ଓ ଅନ୍ୟଜଣେ କୁ ହେ : ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ !

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:5

ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:19

ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:5

ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ବରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଚାର କରୁ ନାହୁଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଚାର କରୁଛୁ। ନିଜ ବିଷୟ ରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସବେକ।

ଏଫିସୀୟଙ୍କ ପ୍ରତି ପତ୍ର 4:11

ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:21

ମାରେ ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ଯୁ ମଧ୍ଯ ମାେ ପାଇଁ ଏକ ଲାଭ ଅଟେ।

Interlinear

Choose Theme