କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:18 · ଓଡ଼ିଆ ବାଇବେଲ
ତୁମ୍ଭମାନଙ୍କ ଭିତରୁ ଅନକେ ଅହଂକାରୀ ହାଇଯୋଇଛ। ଏହାଭାବି ତୁମ୍ଭମାନେେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କବେେ ୟିବି ନାହିଁ।
Cross references
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:6
ଭାଇ ଓ ଭଉଣୀମାନେ! ଏ ସମସ୍ତ କହିଲା ବେଳେ ମୁଁ ଆପଲ୍ଲଙ୍କୁ ଓ ନିଜକୁ ଉଦାହରଣ ସ୍ବରୂପ ବ୍ଯବହାର କରୁଛି ଯେପରି ତୁମ୍ଭମାନେେ ଶାସ୍ତ୍ରାଂଶ ଶବ୍ଦ ଗୁଡ଼ିକର ଅର୍ଥ ଆମ୍ଭଠାରୁ ଜାଣିପାରିବ, ତବେେ ଶାସ୍ତ୍ର ରେ ଯାହା ଲଖାେ ଯାଇଛି କବଳେ ତହିଁର ବାଧ୍ଯ ହୁଅ। ତା' ହେଲେ ତୁମ୍ଭମାନେେ ଜରକ ନିମନ୍ତେ ଗର୍ବ କରିବ ନାହିଁ ବା ଅନ୍ୟଜଣକୁ ଘୃଣା କରିବ ନାହିଁ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:21
ତୁମ୍ଭମାନେେ କ'ଣ ଚାହଁ :
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:2
ତଥାପି ମଧ୍ଯ ତୁମ୍ଭମାନେେ ଏହିସବୁ ପାଇଁ ଗର୍ବୀ। ତୁମ୍ଭମାନେେ ଏଥିପାଇଁ ଦୁଃଖିତ ହବୋ ଉଚିତ୍। ୟିଏ ଏପରି ବ୍ଯଭିଚାର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦବୋ ଉଚିତ୍।