Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:20 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:20 · ଓଡ଼ିଆ ବାଇବେଲ

ଏହା ମୁଁ ଦେଖିବାକୁ ଇଚ୍ଛାକରେ, କାରଣ ପରମେଶ୍ବରଙ୍କ ରାଜ୍ଯ କବଳେ କଥା ରେ କହିବା ବିଷୟ ବସ୍ତୁ ନୁହେଁ, ମାତ୍ର ଶକ୍ତିର ବିଷୟ ଅଟେ।

Cross references

ରୋମୀୟଙ୍କ ପ୍ରତି ପତ୍ର 1:16

ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।

ରୋମୀୟଙ୍କ ପ୍ରତି ପତ୍ର 14:17

ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।

ରୋମୀୟଙ୍କ ପ୍ରତି ପତ୍ର 15:19

ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:24

କିନ୍ତୁ ପରମେଶ୍ବରଙ୍କ ଦ୍ବାରା ଆହୂତ ଉଭୟ ୟିହୁଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ବରଙ୍କ ଶକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ସ୍ବରୂପ ଅଟନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:4

ମାରେକଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମାହୋର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:4

ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:5

ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।

Interlinear

Choose Theme