Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:5 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:5 · ଓଡ଼ିଆ ବାଇବେଲ

ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।

Cross references

ହିତୋପଦେଶ 12:8

ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ଯ ପ୍ରଶଂସିତ ହବେ। କିନ୍ତୁ ସହେି ମନୁଷ୍ଯ ଯାହାର ହୃଦଯ ଦୁଷ୍ଟ ଓ ଜିଦ୍ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।

ଉପଦେଶକ 11:9

ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।

ଉପଦେଶକ 12:14

ପରମେଶ୍ବର ପ୍ରେତ୍ୟକକ କର୍ମ, ପୁଣି ଭଲ କି ମନ୍ଦ ପ୍ରେତ୍ୟକକ ଗୁପ୍ତ ବିଷଯ ବିଚାର ରେ ଆଣିବେ।

ମଲାଖୀ 3:18

ତେଣୁ ତୁମ୍ଭମାନେେ ମାେ ନିକଟକୁ ଫରେିଆସିବ ଏବଂ ତୁମ୍ଭମାନେେ ଉତ୍ତମ ବ୍ଯକ୍ତି ଓ ମନ୍ଦ ବ୍ଯକ୍ତି ମଧିଅରେ ପ୍ରଭଦେ ଜାଣି ପାରିବ। ପରମେଶ୍ବରଙ୍କ ଅନୁସରଣକାରୀ ଓ ପରମେଶ୍ବରଙ୍କ ଅନୁସରଣ କରୁନଥିବା ବ୍ଯକ୍ତିମାନଙ୍କୁ ତୁମ୍ଭମାନେେ ବାରି ପାରିବ।

ମାଥିଉଲିଖିତ ସୁସମାଚାର 7:1

ଅନ୍ୟର ବିଚାର କରନାହିଁ। ତା' ହେଲେ ପରମେଶ୍ବର ତୁମ୍ଭର ବିଚାର କରିବେ ନାହିଁ।

ମାଥିଉଲିଖିତ ସୁସମାଚାର 24:30

ସତେିକି ବେଳେ ମନୁଷ୍ଯପୁତ୍ରଙ୍କ ଆସିବା ସଙ୍କତେ ଆକାଶ ରେ ଦଖାଦେବେ। ଜଗତର ସମସ୍ତ ଲୋକ ବିଳାପ କରିବେ। ଲୋକେ ତାହାଙ୍କୁ ଆକ୍ଶ ରେ ମେଘମାଳା ଉପରେ ଆସୁଥିବାର ଦେଖିବେ। ମନୁଷ୍ଯପୁତ୍ର ଶକ୍ତି ଓ ମହାନ୍ ମହିମା ସହିତ ଆସିବେ।

ମାଥିଉଲିଖିତ ସୁସମାଚାର 24:46

ଯେତବେେଳେ ମାଲିକ ଫରେିଆସି ଦେଖିବେ ଯେ ସେ ଚାକରଟିକୁ ଯେଉଁ କାମ ଦଇେଥିଲେ, ସେ ସହେି କାମ ଠିକ୍ ଭାବରେ କରୁଛି, ସେତବେେଳେ ସେ ଚାକରଟି ଉପରେ ବହୁତ ଖୁସି ହବେ।

ମାଥିଉଲିଖିତ ସୁସମାଚାର 25:21

ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'

ମାଥିଉଲିଖିତ ସୁସମାଚାର 25:23

ମାଲିକ କହିଲେ, 'ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭ ଉପରେ ବିଶ୍ବାସ କରାଯାଇପା ରେ। ଅଳ୍ପ ଟଙ୍କା ରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ଖୁସି ରେ ଭାଗୀ ହୁଅ।'

ଲୂକଲିଖିତ ସୁସମାଚାର 6:37

ତୁମ୍ଭମାନେେ କାହାରି ବିଚାର କରନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ଯ ବିଚାର କରାୟିବ ନାହିଁ। କୌଣସି ବ୍ଯକ୍ତିକୁ ଦୋଷୀ କରନାହିଁ, ତବେେ ତୁମ୍ଭେ ମଧ୍ଯ ଦୋଷୀ ବିବଚେିତ ହବେନାହିଁ। ଅନ୍ୟକୁ କ୍ଷମା କରିଦିଅ, ତବେେ ତୁମ୍ଭମାନଙ୍କେୁ ମଧ୍ଯ କ୍ଷମା କରିଦିଆୟିବ।

ଲୂକଲିଖିତ ସୁସମାଚାର 12:1

ହଜାର ହଜାର ଲୋକ ଆସି ଜମା ହାଇଗେଲେ। ଲୋକେ ଜଣେ ଜଣକୁ ମାଡି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ଯମାନଙ୍କୁ କହିଲେ, ଫାରୂଶୀମାନଙ୍କ ଖମୀରଠାରୁ ଦୂର ରେ ରୁହ। ମାେ କହିବାର ଅଭିପ୍ରାୟ ହେଉଛି ଯେ, ସମାନେେ କପଟୀ।

ଯୋହନଲିଖିତ ସୁସମାଚାର 5:44

ତୁମ୍ଭମାନେେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ବରଙ୍କ ପାଖରୁ ଯେଉଁ ପ୍ରଶଂସା ଆ ସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁନାହଁ। ତାହାହେଲେ ତୁମ୍ଭେ ଏକଥା କିପରି ବିଶ୍ବାସ କରି ପାରିବ।

ଯୋହନଲିଖିତ ସୁସମାଚାର 21:22

ଯୀଶୁ ଉତ୍ତର ଦେଲେ, ମାରେ ପୁନରାଗମନ ସମୟ ପର୍ୟ୍ଯନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତବେେ ସେଥି ରେ ତୁମ୍ଭର କ'ଣ ଅଛି? ତୁମ୍ଭେ ମାରେ ଅନୁଗମନ କର।

ରୋମୀୟଙ୍କ ପ୍ରତି ପତ୍ର 2:1

ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।

ରୋମୀୟଙ୍କ ପ୍ରତି ପତ୍ର 2:7

କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।

ରୋମୀୟଙ୍କ ପ୍ରତି ପତ୍ର 2:16

ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।

ରୋମୀୟଙ୍କ ପ୍ରତି ପତ୍ର 2:29

ଜଣେ ଲୋକ ଯଦି ପ୍ରକୃତ ରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟ ରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ବାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟ ରେ ଆତ୍ମା ଦ୍ବାରା ସୁନ୍ନତ ହାଇେଥାଏ ସେ ପରମେଶ୍ବରଙ୍କ ଠାରୁ ପ୍ରଶଂସା ପାଏ, ମଣିଷମାନଙ୍କ ଠାରୁ ନୁହେଁ।

ରୋମୀୟଙ୍କ ପ୍ରତି ପତ୍ର 14:4

ତୁମ୍ଭେ ଅନ୍ୟ ଲୋକର ଚ୍ଭାକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କବଳେ ଜାଣି ପା ରେ ଯେ ଚ୍ଭାକରଟି ଭଲ କି ମନ୍ଦ। ଏବଂ ପରମେଶ୍ବରଙ୍କ ସବେକ ମାନେ ଯୋଗ୍ଯ, କାରଣ ପରମେଶ୍ବର ସମାନଙ୍କେୁ ଯୋଗ୍ଯ ବିବଚେିତ କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 14:10

ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:7

ଅତଏବ ଯେତବେେଳେ ତୁମ୍ଭମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତବେେଳେ ତୁମ୍ଭମାନେେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:8

ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦଇେଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ଯ ସମାନ ଓ ଦୁ ହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:13

କିନ୍ତୁ ପ୍ରେତ୍ୟକକ ଲୋକର କାମ ସହେି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହବେ। ସହେି ଦିନଟି ନିଆଁ ଦଇେ ଆସିବ, ଓ ସହେି ନିଆଁ ପ୍ରେତ୍ୟକକ ଲୋକର କାର୍ୟ୍ଯକୁ ପରୀକ୍ଷା କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:26

ପ୍ରେତ୍ୟକକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲା ବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ୟ୍ଯନ୍ତ, ପ୍ରଭୁଙ୍କ ମୃତ୍ଯୁର ଘାଷେଣା କରୁଥିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:23

କିନ୍ତୁ ପ୍ରେତ୍ୟକକ ଲୋକ କ୍ରମାନୁସା ରେ ପୁନଃ ଜୀବିତ ହବେେ। ପ୍ରଥମ ଫଳ ସ୍ବରୂପ ଖ୍ରୀଷ୍ଟ ତା'ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁଥିତ ହବେେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:2

ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:10

ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:9

ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମାେ ପତ୍ରଗୁଡ଼ିକ ମାଧ୍ଯମ ରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭମାନେେ ଭାବ ନାହିଁ

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:18

କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ବାରା ଭଲ ବୋଲି ଗୃହୀତ ହୁଏ, ସହେି ଲୋକ ଭଲ ବୋଲି ସ୍ବୀକୃତ ହୁଏ, କିନ୍ତୁ ୟିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ବୀକୃତ ହୁଏ ନାହିଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:2

କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଚୋର ରାତି ରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ୟ୍ଯଜନକ ହବେ।

ଏବ୍ରୀ 4:13

ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।

ଯାକୁବଙ୍କ ପତ୍ 4:11

ଭାଇ ଓ ଭଉଣୀମାନେ ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।

ଯାକୁବଙ୍କ ପତ୍ 5:7

ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।

ପିତରଙ୍କ ପ୍ରଥମ ପତ୍ 1:7

ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।

ପିତରଙ୍କ ପ୍ରଥମ ପତ୍ 5:4

ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।

ପିତରଙ୍କ ଦିତୀୟ ପତ୍ର 3:4

ସମାନେେ କହିବେ, ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି ? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବଳେୁ ସହେିପରି ଭାବରେ ଚାଲିଛି।

ପିତରଙ୍କ ଦିତୀୟ ପତ୍ର 3:12

ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷା ରେ ରହିବା ଉଚିତ। ସହେି ଦିନ ଆସିଲେ ଅଗ୍ନି ଦ୍ବାରା ଆକାଶ ନଷ୍ଟ ହାଇେ ୟିବ ଓ ଆକାଶ ରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ୟିବ।

ଯିହୂଦାଙ୍କ ପତ୍ର 1:14

ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ : ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:7

ଦେଖ, ଯୀଶୁ ମେଘମାଳା ରେ ଆସୁଅଛନ୍ତି। ପ୍ରେତ୍ୟକକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ଯ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନ ରେ ଉଚ୍ଚସ୍ବର ରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:12

ମୁଁ ବଡ଼ଠାରୁ ସାନ ପର୍ୟ୍ଯନ୍ତ ମୃତବ୍ଯକ୍ତିଙ୍କୁ ସିଂହାସନ ସାମନା ରେ ଠିଆ ହବୋର ଦେଖିଲି। ଜୀବନ ପୁସ୍ତକ ଖାେଲାଥିଲା। ସଠାେରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ଯ ଖାେଲାଥିଲା। ମୃତ ଲୋକମାନଙ୍କର ନିଜନିଜ କର୍ମ ଅନୁସାରେ ବିଚାର ହେଲା। ସହେି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲଖାଯାେଇଥିଲା।

Interlinear

Choose Theme