ତୁମ୍ଭମାନେେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ଯକୀୟ ବିଷୟ ତୁମ୍ଭମାନଙ୍କ ପାଖ ରେ ଅଛି। ତୁମ୍ଭେ ନିଜକୁ ଧନ୍ଯ ବୋଲି ମନେ କରୁଛ। ତୁମ୍ଭମାନେେ ଆମ୍ଭ ବିନା ରାଜା ହାଇେ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭମାନେେ ପ୍ରକୃତ ରେ ରାଜା ହାଇେଥିଲେ ଭଲ ହାଇେଥାନ୍ତା। ତା' ହେଲେ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ସହିତ ରାଜତ୍ବ କରିଥାଆନ୍ତୁ।
Cross references
ମାଶାେ ଉତ୍ତର ଦେଲେ, ତୁମ୍ଭେ ମାେ ସକାଶୁ କ'ଣ ଈର୍ଷା କରୁଅଛୁ? ସଦାପ୍ରଭୁ ସମସ୍ତ ଲୋକଙ୍କୁ ଭବିଷ୍ଯଦ୍ବାଣୀ କରିବା ପାଇଁ ସମାନଙ୍କେ ଉପରେ ଆପଣା ଆତ୍ମା ଦିଅନ୍ତୁ।
ଦାଉଦଙ୍କ ପରିବାରର ରାଜାମାନେ ସମାନଙ୍କେର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସମାନେେ ସଠାେରେ ଲୋକମାନଙ୍କୁ ସୁବିଚାର ଦବୋ ପାଇଁ ସିଂହାସନ ସ୍ଥାପନ କଲେ।
କହେି କହେି ଆପଣାକୁ ଧନୀ ବୋଲି ପରିଚଯ ଦିଅନ୍ତି। କିନ୍ତୁ ତା'ର କିଛି ନ ଥାଏ। ମାତ୍ର କେତକଙ୍କେର ଧନ ଥାଇ ମଧ୍ଯ ସମାନେେ ଦରିତ୍ର ପରି ଆଚରଣ କରନ୍ତି।
ବୃଷ୍ଟିହୀନ ମେଘ ଓ ବାଯୁ ଯେପରି ଅଟେ, ଦାନ ଦବୋ ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦବୋ ହେଉଛି ଠିକ୍ ସହେିପରି।
ସସମାଲନ ମଧ୍ଯ ନିଜକୁ ଭାବନ୍ତିସଯସସମାଲନ ଅତି କର୍ମଠ ଓ ବୁଦ୍ଧିମାନ।
ଯିରିମିୟ ଭବିଷ୍ଯଦବକ୍ତା ହନାନିଯକୁ ଏହା କହିଲେ, ଆମେନ୍ ! ସଦାପ୍ରଭୁ ସପରେି କରନ୍ତୁ, ସଦାପ୍ରଭୁଙ୍କ ଗୃହର ପାତ୍ର ଓ ସମସ୍ତ ନିର୍ବାସିତ ଲୋକଙ୍କୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସହେି ବାକ୍ଯସବୁ ସିଦ୍ଧ କରନ୍ତୁ।
ସେ ତାହାଙ୍କର ବାହୁର ଶକ୍ତି ଦଖାଇେଛନ୍ତି। ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସମାନଙ୍କେର ସମସ୍ତ ଯୋଜନା ଧ୍ବଂସ କରି ଦେଲେ।
ଧିକ୍ ତୁମ୍ଭମାନେେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ। କାରଣ ତୁମ୍ଭମାନେେ ଭୋକିଲା ହବେ। ଧିକ ତୁମ୍ଭମାନେେ, ଯେଉଁମାନେ ବର୍ତ୍ତମାନ ହସୁଛ, କାରଣ ତୁମ୍ଭମାନେେ ଦୁଃଖିତ ହବେ ଓ କାନ୍ଦିବ।
ମୁଁ ଜାଣେ, ମାେ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ଯକୁ ଆସିବେ। ସମାନେେ ଏହି ମଷେ ପଲକୁ ନଷ୍ଟ କରିବାପାଇଁ ଚେ଼ଷ୍ଟା କରିବେ।
ପାଉଲ ଉତ୍ତର ଦେଲେ, ପରମେଶ୍ବର କରନ୍ତୁ, ଶୀଘ୍ର ବା ବିଳମ୍ବ ରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମାେ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମାେ ପରି ହୁଅନ୍ତୁ।
ପରମେଶ୍ବର ମାେତେ ବିଶଷେ ଅନୁଗ୍ରହ ପ୍ରଦାନ କରୁଥିବାରୁ ମାରେ ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ବର ଯେଉଁ ପ୍ରକାରର ବିଶ୍ବାସ ତୁମ୍ଭକୁ ଦଇେଛନ୍ତି, ସହେି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।
ଯେତବେେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭମାନେେ ସମାନଙ୍କେ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲା ବେଳେ ତୁମ୍ଭମାନେେ ତାହାଙ୍କ ସହିତ ଦୁଃଖିତ ହୁଅ।
ଖ୍ରୀଷ୍ଟ ଯୀଶୁଙ୍କଠା ରେ ତୁମ୍ଭମାନେେ ସମସ୍ତ ବିଷୟ ରେ ଆଶୀର୍ବାଦ ପାଇଅଛ। ତୁମ୍ଭମାନେେ ସମସ୍ତ କଥା ଓ ସମସ୍ତ ଜ୍ଞାନ ରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦ ରେ ପୂର୍ଣ୍ଣତା ଲାଭ କରିଛ।