ଅତଏବ, ଆସ ଆମ୍ଭମାନେେ ନିସ୍ତାର ପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସହେି ପୁରୁଣା ଖମୀରୟୁକ୍ତ ରୋଟୀ ନୁହେଁ। ସହେି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସହେି ରୋଟୀ ଖାଇବା ଯେଉଁଥି ରେ ଖମୀର ମିଶା ହାଇେ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ଯର ରୋଟୀ।
Cross references
ଏହି ଉତ୍ସବ ରେ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ସାତଦିନ ପର୍ୟ୍ଯନ୍ତ ଖାଇବ। ବିଶଷେତଃ ପ୍ରଥମ ଦିନ ରେ ତୁମ୍ଭ ଗୃହରୁ ତାଡି ଦୂର ରେ ରଖିବ। ଏହି ସାତଦିନ ମଧିଅରେ ତୁମ୍ଭମାନେେ କହେି ତାଡି ଖାଇବ ନାହିଁ। ଯଦି କହେି ତାଡି ଭୋଜନ କରେ ତବେେ ସେ ତା'ର ଲୋକମାନଙ୍କ ମଧ୍ଯରୁ ବିଛିନ୍ନ ହବେ।
ସାତଦିନ ୟାଏ ତାଡୀଶୂନ୍ଯ ରୋଟୀ ଖାଇବ। ଏବଂ ସପ୍ତମଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତାଙ୍କର ସମ୍ମାନାର୍ଥେ ଏକ ବଡ ଭୋଜିର ଆଯୋଜନ କରିବ।
ପୁଣି ସହେି ମାସର ପଞ୍ଚଦଶ ଦିନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତାଡିଶୂନ୍ଯ ରୋଟୀର ପର୍ବ ହବେ। ତୁମ୍ଭମାନେେ ସାତଦିନ ପର୍ୟ୍ଯନ୍ତ ତାଡିଶୂନ୍ଯ ରୋଟୀ ଭୋଜନ କରିବ।
ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହବେ।
ତୁମ୍ଭମାନେେ ଏହି ପର୍ବ ରେ ଖମିର ଭୋଜନ କରିବା ଉଚିତ୍ ନକ୍ସ୍ଟହଁ। ସାତଦିନ ପର୍ୟ୍ଯନ୍ତ ତୁମ୍ଭମାନେେ 'ତାଡି ଶୂନ୍ଯ ରୋଟୀ' ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହାଇେ ତୁମ୍ଭମାନେେ ମିଶର ଦେଶ ପରିତ୍ଯାଗ କଲ। ଏହିପରି ଭାବରେ ତକ୍ସ୍ଟମ୍ଭ ଜୀବନ ସାରା ମିଶର ଦେଶରକ୍ସ୍ଟ ଆସିଥିବା କଥା ମନେ ରଖିବ।
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ, ସହେି ସ୍ଥାନ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସସସ୍ତେ ନିସ୍ତାର ପର୍ବ ଓ ସଲ୍ଗାହ ସମକ୍ସ୍ଟହର ପର୍ବ ସମୟରେ ଓ କକ୍ସ୍ଟଟୀର ପର୍ବ ସମୟରେ ମାତ୍ର ସମାନେେ ତକ୍ସ୍ଟଚ୍ଛା ହାତ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ହବୋ ଉଚିତ୍ ନକ୍ସ୍ଟହଁ।
ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ଯ ଶକ୍ସ୍ଟଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକା ରେ ସବୋ କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶର ରେ ଥିବା ବେଳେ ସବୋ କରୁଥିବା ଦବେତାଗଣଙ୍କକ୍ସ୍ଟ ଫରାତ୍ ନଦୀର ଅପର ପାଶର୍ବକକ୍ସ୍ଟ ଫିଙ୍ଗିଦିଅ। ଏବଂ ବିନା ଦିହକ୍ସ୍ଟଦା ରେ ଏହି ସଦାପ୍ରଭୁଙ୍କୁ ସବୋ କର।
ଜଣେ ବ୍ଯକ୍ତି ଅଧିକ ଖୁସି ହୁଏ, ଯେତବେେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସହେି ବ୍ଯକ୍ତିଟି ଅଧିକ ଭାଗ୍ଯଶାଳୀ ୟିଏ ନିଜର ପାପକୁ ଗୋପନ ରେଖ ନାହିଁ।
ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।
ସେତବେେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପ ରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦବେେ। ସହେି ଭୋଜି ରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀଯ ଦ୍ରାକ୍ଷାରସ କୋମଳ ସ୍ବାଦୟୁକ୍ତ ମାସଂ ଏବଂ ଅନ୍ଯାନ୍ଯ ସ୍ବତନ୍ତ୍ର ଦ୍ରବ୍ଯ।
ସହେି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭମାନେେ ଆନନ୍ଦ ରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇଶ୍ରାୟେଲର ଶୈଳ ନିକଟକୁ ୟିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସହେିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହବେ।
ଯୀଶୁ ସମାନଙ୍କେୁ କହିଲେ, ସାବଧାନ ରୁହ। ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।
ତା'ପରେ ସମାନେେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀ ରେ ବ୍ଯବହାର କରା ଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟ ରେ ଯୀଶୁ କହୁନଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସମାନଙ୍କେୁ କହୁଥିଲେ।
ସମାନେେ ଯୀଶୁଙ୍କୁ କପଟ ରେ ବନ୍ଦୀ କରି ତାହାଙ୍କୁ ମାରିଦବୋ ପାଇଁ ଯୋଜନା କଲେ।