Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:4 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:4 · ଓଡ଼ିଆ ବାଇବେଲ

ଅତଏବ, ଯଦି ତୁମ୍ଭମାନଙ୍କ ଭିତ ରେ କିଛି ବିବାଦ ଅଛି, ତାହାହେଲେ ତୁମ୍ଭମାନେେ କାହିଁକି ମଣ୍ଡଳୀ ବାହାରର ଲୋକଙ୍କ ନିକଟକୁ ସେଥିର ମୀମାଂସା ପାଇଁ ୟିବ ? ଏହି ଲୋକମାନେ ମଣ୍ଡଳୀ ଦୃଷ୍ଟିରୁ ନଗଣ୍ଯ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 6:2

ତେଣୁ ପ୍ ରରେିତମାନେ ସଂମ୍ପୂର୍ଣ୍ଣ ଶିଷ୍ଯ ମଣ୍ଡଳୀକୁ ଡ଼ାକି କହିଲେ, ଆମ୍ଭେ ପରମେଶ୍ବରଙ୍କର ବାକ୍ଯ ପ୍ରଚାର ରେ ଅବ ହଳୋ କରିବା ଠିକ୍ ହବେନାହିଁ। ଖାଦ୍ୟ ବଣ୍ଟନ ରେ ସମୟ ଦବୋ ଅପେକ୍ଷା ପ୍ରଚାର କାର୍ୟ୍ଯ ଚାଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:12

ଯେଉଁମାନେ କୌଣସି ମଣ୍ଡଳୀର ସଭ୍ଯ ନୁହଁନ୍ତି, ସମାନଙ୍କେ ବିଚାର କରିବା ଉଚିତ୍ ନୁହେଁ। ପରମେଶ୍ବର ସମାନଙ୍କେର ବିଚାର କରିବେ।

Interlinear

Choose Theme