ଜଣେ ସୁନ୍ନତ ହାଇେଛି ବା ନାହିଁ, ତାହା ବଡ଼ ବିଷୟ ନୁହେଁ, ମାତ୍ର ପରମେଶ୍ବରଙ୍କର ଆତ୍ମାଙ୍କୁ ମାନିବା ବଡ଼ ବିଷୟ।
Cross references
କିନ୍ତୁ ମିଶର ଛାଡିବା ପରେ ମରକ୍ସ୍ଟଭୂମିରେ ଜନ୍ମ ହାଇେଥିବା ଇଶ୍ରାୟେଲୀୟମାନେ ସକ୍ସ୍ଟନ୍ନତ ହାଇେ ନଥିଲେ। ଯେ ହତେକ୍ସ୍ଟ ଲୋକମାନେ ସଦାପ୍ରଭୁଙ୍କ କଥା ମାନିଲେ ନାହିଁ। ତେଣୁ ସମାନଙ୍କେୁ ପ୍ରତିଜ୍ଞା କରାୟାଇଥିବା ଦେଶ ସମାନେେ ଦେଖି ପାରିଲେ ନାହିଁ ଏବଂ ଦୀର୍ଘ ଗ୍ଭଳିଶ ବର୍ଷ ୟାଏ ସମସ୍ତ ଯୋଦ୍ଧା ମୃତକ୍ସ୍ଟ୍ଯବରଣ କରିବା ପର୍ୟ୍ଯନ୍ତ ମରକ୍ସ୍ଟଭୂମିରେ ଘକ୍ସ୍ଟରି ବକ୍ସ୍ଟଲିଲେ।
କିନ୍ତୁ ଶାମକ୍ସ୍ଟଯଲେ ଉତ୍ତର ଦେଲେ, ସଦାପ୍ରଭୁଙ୍କୁ କ'ଣ ଅଧିକ ପ୍ରସନ୍ନ କଲ, ହାମବେଳି, ନବୈେଦ୍ଯ ନା ପରମେଶ୍ବରଙ୍କର ଆଦେଶଗକ୍ସ୍ଟଡିକ ପାଳନ କରିବା? ପରମେଶ୍ବର ହୃଷ୍ଟପୃଷ୍ଟ ମଷେର ବଳିଦାନଠାରକ୍ସ୍ଟ ତାଙ୍କର ଆଜ୍ଞାମାନକ୍ସ୍ଟ ଥିବା ଲୋକଠା ରେ ଅଧିକ ସନ୍ତକ୍ସ୍ଟଷ୍ଟ ହକ୍ସ୍ଟଅନ୍ତି।
ଯେଉଁଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସଦେିନ ଆମ୍ଭେ ହାମେ କିଅବା ବଳିଦାନ ବିଷଯ ରେ ସମାନଙ୍କେୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦଇେ ନ ଥିଲୁ।
ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।
ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।
ଯଦି ତୁମ୍ଭେ ବ୍ଯବସ୍ଥା ପାଳନ କରୁଛ, ତା ହେଲେ ତୁମ୍ଭର ସୁନ୍ନତ ହବୋର ମୂଲ୍ଯ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ଯବସ୍ଥା ଭଙ୍ଗ କରୁଛ ତା ହେଲେ ତୁମ୍ଭେ ସୁନ୍ନତ ନ ହବୋ ସହିତ ସମାନ।
ପରମେଶ୍ବର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀ ମାନଙ୍କୁ ସମାନଙ୍କେ ବିଶ୍ବାସ ଆଧାର ରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ଯ ସମାନଙ୍କେର ବିଶ୍ବାସ ପାଇଁ ସେ ଧାର୍ମିକ କରିବେ।
ଖାଦ୍ୟ ଆମକୁ ପରମେଶ୍ବରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ବାରା ପରମେଶ୍ବରଙ୍କ ସହ ଆମର ସମ୍ପର୍କ ରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ବାରା ଆମ୍ଭର କିଛି ଲାଭ ମଧ୍ଯ ହୁଏ ନାହିଁ।
ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।
ଜଣେ ମନୁଷ୍ଯ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥି ରେ କିଛି ଗୁରୁତ୍ବ ନାହିଁ। କବଳେ ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ନୂତନ ମନୁଷ୍ଯ ହବୋ ଗୁରୁତ୍ବପୂର୍ଣ୍ଣ।
ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।
ଆମ୍ଭେ ଯଦି ପରମେଶ୍ବରଙ୍କର ଆଜ୍ଞା ପାଳନ କରୁ, ତବେେ ଆମ୍ଭମାନେେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତ ରେ ତାହାଙ୍କୁ ଜାଣିଛୁ।
ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।
ଆମ୍ଭେ ପରମେଶ୍ବରଙ୍କ ସନ୍ତାନମାନଙ୍କୁ ପ୍ ରମେ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ବରଙ୍କୁ ପ୍ ରମେ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ବରଙ୍କ ସନ୍ତାନ ଅଟୁ।
ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ।