କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:28 · ଓଡ଼ିଆ ବାଇବେଲ
କିନ୍ତୁ ଯଦି ତୁମ୍ଭମାନେେ ବିବାହ କରିବା ପାଇଁ ମନସ୍ଥ କରିଛ, ତବେେ ଏହା ପାପ ନୁହେଁ। ଜଣେ କୁମାରୀ କନ୍ଯା ବିବାହ କଲେ ପାପ କରେ ନାହିଁ। କିନ୍ତୁ ଯେଉଁମାନେ ବିବାହ କରନ୍ତି, ସମାନେେ ଏହି ଜୀବନ ରେ କଷ୍ଟ ପାଇବେ। ଏହି କଷ୍ଟରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ ରଖିବାକୁ ଇଚ୍ଛା କରେ।
Cross references
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:26
ଏହା ସଙ୍କଟର ସମୟ। ଅତଏବ, ମାେ ମତ ରେ ତୁମ୍ଭେ ଯେପରି ଅଛ ସହେିପରି ରହିବା ଉତ୍ତମ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:32
ତୁମ୍ଭମାନେେ ଯେପରି ଚିନ୍ତା ନ କର ଏହା ମାରଇେଚ୍ଛା। ଅବିବାହିତ ଲୋକ ପ୍ରଭୁଙ୍କ କାମ ରେ ଲାଗିଥାଏ ଓ ସେ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:23
ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦବୋକୁ ଇଚ୍ଛା କରୁ ନ ଥିଲି।
ଏବ୍ରୀ 13:4
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।