Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:35 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:35 · ଓଡ଼ିଆ ବାଇବେଲ

ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କ ଭଲ ପାଇଁ କହୁଛି, ତୁମ୍ଭମାନଙ୍କ ଉପରେ କୌଣସି କଡ଼ା ପ୍ରତିବନ୍ଧକ ଲଗାଇବା ପାଇଁ ନୁହେଁ। ମୁଁ ଇଚ୍ଛା କରେ ଯେ ତୁମ୍ଭମାନେେ ନିଜକୁ କୌଣସି ଅନ୍ୟ କାମ ରେ ନ ଲଗାଇ, ସୂର୍ଣ୍ଣ ଭାବରେ ପ୍ରଭୁଙ୍କଠା ରେ ସମର୍ପଣ କର।

Cross references

ମାଥିଉଲିଖିତ ସୁସମାଚାର 19:12

କେତକେ ଲୋକ କାହିଁକି ବିବାହ କରିପାରନ୍ତି ନାହିଁ, ତାର ବିଭିନ୍ନ କାରଣ ଅଛି। ମାତୃଗର୍ଭରୁ କେତକେ ଲୋକ ନଫୁସକ ହାଇେ ଜନ୍ମ ହାଇେଥାନ୍ତି। କେତକେ ଲୋକ ଅନ୍ୟମାନଙ୍କ ଦ୍ବାରା ପରବର୍ତ୍ତୀ ସମୟରେ ନଫୁସକ ରୋଇଯାଇଥାନ୍ତି। ଆଉ କେତକେ ଲୋକ ସ୍ବର୍ଗରାଜ୍ଯ ପାଇଁ ବିବାହ କରି ନଥାଆନ୍ତି। କିନ୍ତୁ ଯେଉଁ ଲୋକ ବିବାହ କରିପାରିବ, ସେ ବିବାହ ସମ୍ବନ୍ଧୀୟ ଏହି ଉପଦେଶ ଗ୍ରହଣ କରିବା ଉଚ଼ିତ

ଲୂକଲିଖିତ ସୁସମାଚାର 8:14

ଯେଉଁ ବୀଜ କଣ୍ଟା ବୁଦା ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସମାନଙ୍କେୁ ବଢିବାରୁ ବାଧାଦିଏ। ତା' ଫଳ ରେ ସେଥିରୁ ଭଲ ଫଳ ମିଳି ପା ରନୋହିଁ।

ଲୂକଲିଖିତ ସୁସମାଚାର 10:40

ମାର୍ଥାକୁ ବହୁତ ଗୁଡାଏ କାମ କରିବାକୁ ପଡୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, ପ୍ରଭୁ! ମାେ ଭଉଣୀ ଘରର ଯେ ସବୁ କାମ ମାେ ଉପରେ ଛାଡି ଦଇେଛି, ଏ ବିଷୟ ରେ କ'ଣ ଆପଣଙ୍କର ମନୋୟୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମାେତେ ସାହାୟ୍ଯ କରୁ।

ଲୂକଲିଖିତ ସୁସମାଚାର 21:34

ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:2

କିନ୍ତୁ ୟୌନଗତ ପାପ ବଡ଼ ବିପଦଜନକ। ଅତଏବ ପ୍ରେତ୍ୟକକ ପୁରୁଷର ନିଜର ପତ୍ନୀ ଥିବା ଉଚିତ୍। ସହେିଭଳି ପ୍ରେତ୍ୟକକ ସ୍ତ୍ରୀର ନିଜ ସ୍ବାମୀ ଥିବା ଉଚିତ୍।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:5

ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁ ହେଁ ପ୍ରାର୍ଥନା ରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହାଇେ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା' ପରେ ପୁନର୍ବାର ଏକାଠି ହୁଅ, ଯା'ଦ୍ବାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନଇେ ତୁମ୍ଭମାନଙ୍କୁ ପ୍ରଲୋଭିତ କରିପାରିବ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:28

କିନ୍ତୁ ଯଦି ତୁମ୍ଭମାନେେ ବିବାହ କରିବା ପାଇଁ ମନସ୍ଥ କରିଛ, ତବେେ ଏହା ପାପ ନୁହେଁ। ଜଣେ କୁମାରୀ କନ୍ଯା ବିବାହ କଲେ ପାପ କରେ ନାହିଁ। କିନ୍ତୁ ଯେଉଁମାନେ ବିବାହ କରନ୍ତି, ସମାନେେ ଏହି ଜୀବନ ରେ କଷ୍ଟ ପାଇବେ। ଏହି କଷ୍ଟରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ ରଖିବାକୁ ଇଚ୍ଛା କରେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:33

କିନ୍ତୁ ଯେଉଁ ଲୋକ ବିବାହିତ, ସେ ସାଂସାରିକ ବିଷୟ ରେ ଲିପ୍ତ ରହି ତା'ର ପତ୍ନୀକୁ ସନ୍ତୁଷ୍ଟ କରିବା ପାଇଁ ବ୍ଯସ୍ତ ରହିଥାଏ। ଅତଏବ ସେ ଦୁଇଟି ବିଷୟ ପ୍ରତି ଧ୍ଯାନ ଦିଅ : ପତ୍ନୀକୁ ସନ୍ତୁଷ୍ଟ ଓ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା। ଜଣେ ଅବିବାହିତା ସ୍ତ୍ରୀ ଅର୍ଥାତ୍ କୁମାରୀ କନ୍ଯା ପ୍ରଭୁଙ୍କ ପାଇଁ ସମୟ ଦିଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:36

ଯଦି କହେି ନିଜର କନ୍ଯା ଗତବୟସ୍କା ହବୋର ଦେଖି ଭାବେ ଯେ, ସେ ନିଜ କୁମାରୀ କନ୍ଯା ପ୍ରତି ଉଚିତ୍ ବ୍ଯବହାର କରୁ ନାହିଁ, ଓ ଭାବେ ଯେ କନ୍ଯାର ବିବାହ ଆବଶ୍ଯକ, ତବେେ ସେ ଯେପରି ଚା ହେଁ ସପରେି କରିପା ରେ। ସମାନଙ୍କେର ବିବାହ କରିଦବୋ ଉଚିତ୍। ଏହା ପାପ ନୁହେଁ।

ଏଫିସୀୟଙ୍କ ପ୍ରତି ପତ୍ର 5:3

ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:8

ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:10

ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।

ତୀତସଙ୍କ ପ୍ରତି ପତ୍ର 2:3

ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।

Interlinear

Choose Theme