Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:6 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:6 · ଓଡ଼ିଆ ବାଇବେଲ

ମାରେ ଏହା ଆଦେଶ ନୁହେଁ, ବରଂ କିଛି ସମୟ ପାଇଁ ପୃଥକ ରହିବାକୁ ଅନୁମତି ଦେଉଛି।

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:12

ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କ ହେ (ଏହା ମାରେ କଥା, ପ୍ରଭୁଙ୍କର ନୁହେଁ) : ଯଦି କୌଣସି ଖ୍ରୀଷ୍ଟୀୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ବାସୀନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା' ହେଲେ ପତି ତାକୁ ତ୍ଯାଗ କରିବା ଉଚିତ୍ ନୁହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:25

ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟ ରେ କହୁଛି। ଏ ବିଷୟ ରେ ପ୍ରଭୁଙ୍କଠାରୁ ମାେତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମାେ ପ୍ରତି ଦୟା ଦଖାଇେ ଥିବାରୁ ଓ ମୁଁ ବିଶ୍ବାସଭାଜନ ହାଇେ ଥିବାରୁ, ମୁଁ ମାରେ ମତାମତ ଦେଉଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:8

ମୁଁ ତୁମ୍ଭମାନଙ୍କୁ ଦାନ ଦବୋପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତ ରେ ତୁମ୍ଭମାନଙ୍କ ପ୍ ରମେ ସତ୍ଯ ଅଟେ। ଅନ୍ୟ ଲୋକମାନେ ସାହାୟ୍ଯ କରିବା ପାଇଁ ଦଖାେଉଥିବା ଉତ୍ସାହ ବିଷୟ ରେ କହି ଏହା ମୁଁ ଦଖାଇେ ଦବୋକୁ ଚା ହେଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:17

ତା ହେଲେ ମୁଁ ମଧ୍ଯ ସାମାନ୍ଯ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥାନ୍ତେ, ଯେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।

Interlinear

Choose Theme