Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:1 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:1 · ଓଡ଼ିଆ ବାଇବେଲ

ଏବେ ମୁଁ ମୂର୍ତ୍ତିଗୁଡ଼ିକଠା ରେ ଉତ୍ସର୍ଗୀକୃତ ମାଂସ ବିଷୟ ରେ କହିବି। ଆମ୍ଭେ ଜାଣୁ ଆମ୍ଭ ସମସ୍ତଙ୍କ ପାଖ ରେ ଜ୍ଞାନ ଅଛି। କିନ୍ତୁ ଜ୍ଞାନ ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।

Cross references

ଗଣନା ପୁସ୍ତକ 25:2

ସମାନଙ୍କେର ଭଣ୍ତ ଦବେତାଙ୍କୁ ବଳିଦବୋ ନିମନ୍ତେ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସମାନେେ ବଳିଦାନ ଭୋଜନ କଲେ ଓ ସମାନଙ୍କେ ଭଣ୍ତ ଦବେତାଗଣଙ୍କୁ ପୂଜା କଲେ।

ଯିଶାଇୟ 5:21

ସସମାଲନ ମଧ୍ଯ ନିଜକୁ ଭାବନ୍ତିସଯସସମାଲନ ଅତି କର୍ମଠ ଓ ବୁଦ୍ଧିମାନ।

ଯିଶାଇୟ 47:10

ତୁମ୍ଭେ ତୁମ୍ଭର ଦୁଷ୍ଟତା ଓ ମନ୍ଦକର୍ମ ଉପ ରେ ନିର୍ଭର କରି ନିଜକୁ ନିରାପଦ ମଣୁଛ ; ତୁମ୍ଭେ ଭାବୁଛ, କହେି ତୁମ୍ଭକୁ ଦେଖୁ ନାହିଁ ; ତୁମ୍ଭର ଜ୍ଞାନ ଓ ବିଦ୍ଯା ତୁମ୍ଭକୁ ବିପଥଗାମୀ କରିଅଛି ; ତୁମ୍ଭେ ନିଜକୁ ମହାନ୍ ବୋଲି ଭାବୁଛ, ଆମ୍ଭ ଛଡ଼ା କହେି ନାହିଁ ବୋଲି କହୁଅଛ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 15:10

ତେଣୁ, ତୁମ୍ଭମାନେେ କାହିଁକି ଶିଷ୍ଯମାନଙ୍କ କାନ୍ଧ ରେ ୟୁଆଳି ରଖି ପରମେଶ୍ବରଙ୍କୁ ପରୀକ୍ଷା କରୁଛ? ଆମ୍ଭମାନେେ କିମ୍ବା ଆମ୍ଭର ପୂର୍ବପୁରୁଷମାନେ ତ ଏହି ୟୁଆଳି ଭାର ସହି ପାରିଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:19

ସେଥିପାଇଁ ମୁଁ ଭାବୁଛି, ପରମେଶ୍ବରଙ୍କ ପ୍ରତି ଫରେୁଥିବା ଅନ୍ୟ ଜାତୀୟ ଲୋକମାନଙ୍କୁ କଷ୍ଟ ଦବୋ ଆମ୍ଭମାନଙ୍କ ପକ୍ଷ ରେ ଉଚିତ ନୁହେଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:29

ତୁମ୍ଭମାନେେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭମାନେେ ରକ୍ତ ଖାଇବ ନାହିଁ। ତଣ୍ଟି ଚ଼ିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭମାନେେ ଖାଇବ ନାହିଁ। ତୁମ୍ଭମାନେେ ୟୌନ ପାପସବୁ କରିବନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:25

ଆମ୍ଭେ ଅଣଯିହୂଦୀ ବିଶ୍ବାସୀ ଲୋକମାନଙ୍କୁ ପତ୍ର ଲେଖିଛୁ। ଆମ୍ଭେ ସମାନଙ୍କେୁ ଲେଖିସାରିଛୁ:

ରୋମୀୟଙ୍କ ପ୍ରତି ପତ୍ର 11:25

ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।

ରୋମୀୟଙ୍କ ପ୍ରତି ପତ୍ର 12:16

ନିଜ ଭିତ ରେ ମିଳିମିଶି ଶାନ୍ତି ରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟ ରେ ମହତ୍ତ୍ବପୂର୍ଣ୍ଣ ନୁହଁନ୍ତି, ସମାନଙ୍କେ ସହିତ ସାଙ୍ଗ ହବୋ ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 14:3

ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇ ପା ରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସହେିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ବର ତାହାକୁ ଗ୍ରହଣ କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 14:10

ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।

ରୋମୀୟଙ୍କ ପ୍ରତି ପତ୍ର 14:14

ମୁଁ ପ୍ରଭୁ ଯୀଶୁଙ୍କଠା ରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ୟଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ବାସ କରେ, ସହେି ଖାଦ୍ୟ ତା ପାଇଁ ଅଶୁଚି ହୁଏ।

ରୋମୀୟଙ୍କ ପ୍ରତି ପତ୍ର 14:22

ନିଜର ଏହି ଭଳି ବିଶ୍ବାସଗୁଡିକୁ ପରମେଶ୍ବର ଓ ତୁମ୍ଭ ନିଜ ଭିତ ରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ବାସ କରୁଥିବା କର୍ମମାନ କଲା ବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସହେି ଲୋକ ବାସ୍ତବ ରେ ସୁଖୀ ଓ ଧନ୍ଯ।

ରୋମୀୟଙ୍କ ପ୍ରତି ପତ୍ର 15:14

ମାେ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେ ମାନେ ଭଲ ଗୁଣ ରେ ପରିପୂର୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେ ମାନେ ପରସ୍ପରକୁ ଶିକ୍ଷା ଦଇେ ପାରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:5

ଖ୍ରୀଷ୍ଟ ଯୀଶୁଙ୍କଠା ରେ ତୁମ୍ଭମାନେେ ସମସ୍ତ ବିଷୟ ରେ ଆଶୀର୍ବାଦ ପାଇଅଛ। ତୁମ୍ଭମାନେେ ସମସ୍ତ କଥା ଓ ସମସ୍ତ ଜ୍ଞାନ ରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦ ରେ ପୂର୍ଣ୍ଣତା ଲାଭ କରିଛ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:10

ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହାଇେଛୁ। କିନ୍ତୁ ତୁମ୍ଭମାନେେ ନିଜକୁ ଖ୍ରୀଷ୍ଟଙ୍କଠା ରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭମାନେେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:18

ତୁମ୍ଭମାନଙ୍କ ଭିତରୁ ଅନକେ ଅହଂକାରୀ ହାଇଯୋଇଛ। ଏହାଭାବି ତୁମ୍ଭମାନେେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କବେେ ୟିବି ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:2

ତଥାପି ମଧ୍ଯ ତୁମ୍ଭମାନେେ ଏହିସବୁ ପାଇଁ ଗର୍ବୀ। ତୁମ୍ଭମାନେେ ଏଥିପାଇଁ ଦୁଃଖିତ ହବୋ ଉଚିତ୍। ୟିଏ ଏପରି ବ୍ଯଭିଚାର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦବୋ ଉଚିତ୍।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:6

ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:2

କିନ୍ତୁ ପ୍ ରମେ ଅନ୍ୟମାନଙ୍କୁ ବଳିଷ୍ଠ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରେ। ଯଦି କିଏ ଭାବେ ଯେ, ସେ କିଛି ଜାଣେ ତା' ହେଲେ ସେ ଯେ ମୂର୍ଖ ଏହା ଜାଣି ରଖିବା ଉଚିତ୍।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:4

ଅତଏବ ମାଂସ ଖାଇବା ବିଷୟ ରେ ମୁଁ ଏହା କ ହେ ଯେ, ଆମ୍ଭେ ଜାଣୁ ଯେ ଜଗତ ରେ ପ୍ରକୃତ ରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ବର ଅଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:7

କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖ ରେ ନାହିଁ। କେତକେ ଲୋକ ପୂର୍ବ ଅଭ୍ଯାସ ୟୋଗୁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ କି ନୁହେଁ, ଏ ସମ୍ବନ୍ଧ ରେ ସମାନଙ୍କେର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:10

ତୁମ୍ଭମାନଙ୍କର ହିତାହିତ ଜ୍ଞାନ ଅଛି। ତେଣୁ ତୁମ୍ଭେ ଦବେ ମନ୍ଦିର ଭୋଜନ ଶାଳା ରେ ବସି ଖାଇବା ପାଇଁ ଉଚିତ ମନେ କରିପାର। କିନ୍ତୁ କୌଣସି ଦୁର୍ବଳ ବିଶ୍ବାସୀ, ସଠାେରେ ତୁମ୍ଭମାନଙ୍କୁ ଦେଖି ମୂର୍ତ୍ତି ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ମାଂସ ଖାଇବାକୁ ସାହସ ପାଇବ। ସେ ଏପରି କରିବା ଭୁଲ ଜାଣି ମଧ୍ଯ ଏହାକୁ ଖାଇବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:19

ମୁଁ କହୁ ନାହିଁ ଯେ ମୂର୍ତ୍ତି ବା ମୂର୍ତ୍ତି ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ଖାଦ୍ୟର ଗୁରୁତ୍ବ ଅଛି। ଏବଂ ମୁଁ ଏହା ମଧ୍ଯ କହୁନାହିଁ ମୂର୍ତ୍ତିଗୁଡ଼ିକ ଗୁରୁତ୍ବପୂର୍ଣ୍ଣ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:28

ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁ ହେ : ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ହାଇେଛି। ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ୟିଏ ଏହା କହିଛି ତା'ର ବିଶ୍ବାସକୁ ତୁମ୍ଭମାନେେ ଆଘାତ ନ ଦବୋ ପାଇଁ ଖାଅ ନାହିଁ ଓ ଦ୍ବିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ ବୋଲି କେତକେ ମତ ଦିଅନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:1

ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷା ରେ ବା ସ୍ବର୍ଗଦୂତଙ୍କ ଭାଷା ରେ କହିପା ରେ, ମାତ୍ର ମାଠାେ ରେ ପ୍ ରମେ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:20

ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:34

ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ଯରୁ କେତକେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦବୋ ପାଇଁ ଏକଥା ମୁଁ କହୁଛି।

ଏଫିସୀୟଙ୍କ ପ୍ରତି ପତ୍ର 4:16

ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରେତ୍ୟକକ ଅଙ୍ଗ ଏକାଠି ୟୋଡ଼ି ହାଇେ ରହିଛନ୍ତି। ପ୍ରେତ୍ୟକକ ଅଙ୍ଗ ନିଜ ନିଜର କାର୍ୟ୍ଯ କରନ୍ତି। ଏହାଦ୍ବାରା ସମଗ୍ର ଶରୀର ପ୍ ରମେ ରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।

କଲସୀୟଙ୍କ ପ୍ରତି ପତ୍ର 2:18

କେତକେ ଲୋକ, ନିଜକୁ ନମ୍ର ବୋଲି ଦଖାେନ୍ତି ଓ ସ୍ବର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସମାନେେ ସବୁବେଳେ ଦେଖିଥିବା ଦର୍ଶନ ବିଷୟ ରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, ତୁମ୍ଭମାନେେ ଦର୍ଶନ କରୁ ନାହଁ, ସ୍ବର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍ । ଏହି ଲୋକ ପ୍ରକୃତ ରେ କବଳେ ମନୁଷ୍ଯମାନଙ୍କ ବିଚାର ରେ ବୁଡ଼ି ରହିଥିବାରୁ ଓ ପରମେଶ୍ବରଙ୍କ କଥା ବିଚାର ନ କରୁଥିବାରୁ ବୃଥା ରେ ଗର୍ବ କରନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:14

ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:20

କିନ୍ତୁ ମାରେତୁମ୍ଭ ବିରୁଦ୍ଧ ରେ ଏହି କଥା ଅଛି : ତୁମ୍ଭେ ସହେି ୟିଜବଲେ ନାମଧାରିଣୀ ମହିଳାକୁ ତା'ର ଇଚ୍ଛାନୁସା ରେ କାର୍ୟ୍ଯ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ଯଦ୍ ବକ୍ତ୍ରୀ ବୋଲି କ ହେ। ସେ ତା'ର ଶିକ୍ଷା ଦ୍ବାରା ମାରେ ଲୋକମାନଙ୍କୁ ଭୁଲାଉଅଛି। ସେ ମାରେ ଦାସମାନଙ୍କୁ ବ୍ଯଭିଚାର ପାପ କରିବାକୁ ଓ ପ୍ରତିମାକୁ ଦିଆଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।

Interlinear

Choose Theme