Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:13 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:13 · ଓଡ଼ିଆ ବାଇବେଲ

ଯଦି ମାରେ ମାଂସ ଖାଇବା ଦ୍ବାରା ମାେ ଭାଇ ପାପରେ ପଡ଼ିବ, ତା' ହେଲେ ମୁଁ ଭବିଷ୍ଯତ ରେ ଆଉ ମାଂସ ଖାଇବି ନାହିଁ। ଏପ୍ରକା ରେ ମୁଁ ମାେ ଭାଇର ବିଘ୍ନର କାରଣ ହବେି ନାହିଁ।

Cross references

ରୋମୀୟଙ୍କ ପ୍ରତି ପତ୍ର 14:21

ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ବାରା, ପାପକର୍ମ କରିବାକୁ ବାଧ୍ଯ କରେ, ତା ହେଲେ ତୁମ୍ଭେ ମାଂସ ନଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:12

ସମସ୍ତ ବିଷୟ ସାଧନ କରିବା ପାଇଁ ମାେତେ ଅନୁମତି ମିଳିଛି। କିନ୍ତୁ ପ୍ରେତ୍ୟକକ ବିଷୟ ଭଲ ନୁହେଁ। ସମସ୍ତ ବିଷୟ ସାଧନ କରିବା ପାଇଁ ମାେତେ ଅନୁମତି ମିଳିଛି କିନ୍ତୁ ମାେ ଉପରେ କତ୍ତୃର୍ତ୍ବ କରିବାକୁ ମୁଁ କାହାକୁ ଦବେି ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:12

ଯଦି ଅନ୍ୟମାନଙ୍କର ତୁମ୍ଭଠା ରେ ଏହି ଦାବୀ ଅଛି, ତବେେ ଆମ୍ଭର କ'ଣ ଏଥି ରେ ଅଧିକ ଦାବୀ ନାହିଁ ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରଯୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଚାର କାର୍ୟ୍ଯ କାଳେ ବାଧାପ୍ରାପ୍ତ ହବେ, ଏଥିପାଇଁ ଆମ୍ଭେ ସହ୍ଯ କରିଅଛୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:19

ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:33

ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରେତ୍ୟକକଙ୍କୁ ସମସ୍ତ କାର୍ୟ୍ଯ ରେ ସନ୍ତୁଷ୍ଟ କରିବାକୁ ଚା ହେଁ। ମୁଁ ଅନକଙ୍କେର ମଙ୍ଗଳ ଚିନ୍ତାକରେ ୟଦ୍ବାରା ସମାନେେ ପରିତ୍ରାଣ ପାଇ ପାରିବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:5

ପ୍ ରମେ ଅନୁଚିତ ବ୍ଯବହାର କରେ ନାହିଁ, ସ୍ବାର୍ଥ ଚେଷ୍ଟା କରେ ନାହିଁ। ସହଜ ରେ ବିରକ୍ତ ହୁଏ ନାହିଁ। ପ୍ ରମେ କବେେ ହେଲେ ତା'ପ୍ରତି ହାଇେଥିବା ଅପକାରକୁ ମନ ରେଖ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:3

ଆମ୍ଭ କାମ ରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଚା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ଯା ସୃଷ୍ଟି କରିବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:29

ଯଦି ଜଣେ କହେି ଦୁର୍ବଳ, ମୁଁ ମଧ୍ଯ ଦୁର୍ବଳ। ଯଦି କୌଣସି ଲୋକ ପାପରେ ଚାଲିବା ନିମନ୍ତେ ପ୍ରବୃତ୍ତ ହୁଏ, ତବେେ ମୁଁ ଅନ୍ତର ମଧ୍ଯରୁ ୟନ୍ତ୍ରଣା ଅନୁଭବ କରେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:8

ସମାନେେ ମାଶାଙ୍କେୁ ବି ରୋଧ କରିଥିଲେ। ସହେିଭଳି ଏହି ଲୋକମାନେ ମଧ୍ଯ ସତ୍ଯର ବିରୋଧ କରନ୍ତି, ସମାନଙ୍କେର ମନ ବିପଥଗାମୀ। ଈଶ୍ବର ବିଶ୍ବାସର ଅନୁସରଣ କରିବା ରେ ଏମାନେ ବିଫଳ ହାଇେଛନ୍ତି।

Interlinear

Choose Theme