Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:8 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:8 · ଓଡ଼ିଆ ବାଇବେଲ

ଖାଦ୍ୟ ଆମକୁ ପରମେଶ୍ବରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ବାରା ପରମେଶ୍ବରଙ୍କ ସହ ଆମର ସମ୍ପର୍କ ରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ବାରା ଆମ୍ଭର କିଛି ଲାଭ ମଧ୍ଯ ହୁଏ ନାହିଁ।

Cross references

ରୋମୀୟଙ୍କ ପ୍ରତି ପତ୍ର 14:17

ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:13

ଖାଦ୍ୟ ପଟେ ପାଇଁ ଓ ପଟେ ଖାଦ୍ୟ ପାଇଁ ଅଟେ। ଏ କଥା ଠିକ୍, କିନ୍ତୁ ପରମେଶ୍ବର ଏ ଦୁହିଁକୁ ନାଶ କରିବେ। ଶରୀର ୟୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଦିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।

କଲସୀୟଙ୍କ ପ୍ରତି ପତ୍ର 2:20

ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ଯ ଏପରି ବ୍ଯବହାର କରୁଛ ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ'ଣ ପାଇଁ ପାଳନ କରୁଛ :

ଏବ୍ରୀ 13:9

ନାନା ପ୍ରକାରର ଅଜଣା ଶିକ୍ଷା ଦ୍ବାରା ଭୁଲ ବାଟରେ ପରିଚାଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ବାରା ନୁହେଁ, ବରଂ ପରମେଶ୍ବରଙ୍କ ଅନୁଗଅହ ଦ୍ବାରା ଶକ୍ତିଶାଳୀ ହବୋ ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ବାରା କିଛି ସାହାୟ୍ଯ ମିଳେ ନାହିଁ।

Interlinear

Choose Theme