Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:14 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:14 · ଓଡ଼ିଆ ବାଇବେଲ

ସହେି ପ୍ରକାର ପ୍ରଭୁ ଆଜ୍ଞା ଦଇେଛନ୍ତି। ଯେ ସୁସମାଚାର ଗ୍ରହଣ କରୁଥିବା ଲୋକମାନେ ସୁସମାଚାର ପ୍ରଚାରକମାନଙ୍କର ପ୍ରତି ପୋଷଣର ଦାଯିତ୍ବ ନବେେ।,

Cross references

ମାଥିଉଲିଖିତ ସୁସମାଚାର 10:10

ଯାତ୍ରା ବେଳେ ଝୁଲା ନିଅନାହିଁ। ପିନ୍ଧିଥିବା ପୋଷାକ ଓ ୟୋତା ଛଡା ଅଧିକା ପୋଷାକ ବା ୟୋତା କି ବାଡି ନିଅନାହିଁ। ଜଣେ ସବେକ କବଳେ ନିହାତି ଆବଶ୍ଯକୀୟ ପଦାର୍ଥ ନବୋ ଉଚିତ।

ଲୂକଲିଖିତ ସୁସମାଚାର 10:7

ତୁମ୍ଭମାନେେ ଶାନ୍ତି ଥିବା ଘ ରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ୟହା ଦବେେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା' ବତନେ ଉପରେ ଅଧିକାର ଅଛି। ଅନ୍ୟ ଘ ରେ ରହିବା ପାଇଁ ସହେି ଘର ଛାଡି ଯାଅନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:4

ଆମ୍ଭର ଖାଇବା ଓ ପିଇବା ପାଇଁ କ'ଣ ଅଧିକାର ନାହିଁ ?

ଗାଲାତୀୟଙ୍କ ପ୍ରତି ପତ୍ର 6:6

ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା' ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:17

ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।

Interlinear

Choose Theme