ଆମ୍ଭମାନଙ୍କର ଆନନ୍ଦର ପରିପୂର୍ଣ୍ଣତା ପାଇଁ ଆମ୍ଭେ ଏସବୁ ତୁମ୍ଭମାନଙ୍କୁ ଲେଖୁଛୁ।
Cross references
ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।
ଡିମିରି ଗଛ ରେ ଡିମିରି ଫଳ ନପା ରେ, ଦ୍ରାକ୍ଷାଲତା ରେ ଅଙ୍ଗୁର ଫଳି ନପା ରେ, ଅଲିଭ ଗଛ ରେ ଅଲିଭ୍ ଉତ୍ପନ୍ନ ନ ହାଇପୋ ରେ, କ୍ଷତେ ରେ ଖାଦ୍ୟଶସ୍ଯ ନ ହାଇପୋ ରେ, ମେଣ୍ତାଶାଳ ରେ ମେଣ୍ତା ନରହି ପାରନ୍ତି ଓ ଶସ୍ଯଖଳା ରେ ଗୋରୁପଲ ନଥାଇ ପାରନ୍ତି।
କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।
ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା ହେଲେ ମୁଁ ଯେପରି ଆନନ୍ଦ ରେ ଅଛି, ତୁମ୍ଭେ ମଧ୍ଯ ମାେପରି ଆନନ୍ଦ ପାଇବ। ମୁଁ ଚା ହେଁ, ତୁମ୍ଭର ଆନନ୍ଦ ସଂମ୍ପୂର୍ଣ୍ଣ ହେଉ।
ଏପର୍ୟ୍ଯନ୍ତ ତୁମ୍ଭେ ମାେ ନାମ ରେ କିଛି ମାଗି ନାହଁ। ମାଗ, ତୁମ୍ଭମାନେେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହବେ।
ପରମେଶ୍ବର ଏଥିର ସାକ୍ଷୀ। ମାେ କହିବା ଉଦ୍ଦେଶ୍ଯ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ବାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭମାନେେ ବିଶ୍ବାସ ରେ ଦୃଢ଼ କିନ୍ତୁ ଆମ୍ଭମାନେେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।
ଯୀଶୁ ଖ୍ରୀଷ୍ଟଙ୍କ ପ୍ ରମେ ମନୁଷ୍ଯର ପ୍ ରମଠାରୁେ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସହେି ପ୍ ରମେ ବିଷୟ ରେ ଜାଣିବା ପାଇଁ ସକ୍ଷମ ହୁଅ, ତବେେ ଯାଇ ତୁମ୍ଭେ ପରମେଶ୍ବରଙ୍କଠା ରେ ପୂର୍ଣ୍ଣ ହାଇେ ୟିବ।
ମୁଁ ଜାଣେ ତୁମ୍ଭମାନେେ ମାେତେ ଚାହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ବାସ ରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।
ମାରେପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭମାନେେ ପାପ ନ କର। କିନ୍ତୁ ଯଦି କହେି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ୟିଏ କି ଧାର୍ମିକ ଓ ୟିଏ ପିତାଙ୍କ ଛାମୁ ରେ ଆମ୍ଭମାନଙ୍କର ସପକ୍ଷବାଦୀ ; ସେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।
ମାରେ ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମ ରେ ତାହା ଲେଖୁନାହିଁ। ତାହା ବଦଳ ରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତବେେ ଆମ୍ଭେ ମୁହାମୁହିଁ ହାଇେ କଥାବାର୍ତ୍ତା ହାଇପୋରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ।