ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ବାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
Cross references
ହେ ସଦାପ୍ରଭୁ, ମୁଁ ଜୀବନରେ ଅନକେ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବଦା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ ମାରେ କ୍ଷମା ହାଇେଛି। କାରଣ ତୁମ୍ଭେ ମହାନ୍।
ୟାହାର ସବୁ ପାପ କ୍ଷମା କରାୟାଇଅଛି, ସେ ବ୍ଯକ୍ତି ଧନ୍ଯ। ସହେି ବ୍ଯକ୍ତି ଅଧିକ ଭାଗ୍ଯଶାଳୀ, ଯେତବେେଳେ ତା'ର ସମସ୍ତ ପାପ ଧୋଇ ଦିଆୟାଇଥାଏ।
କିନ୍ତୁ ପରମେଶ୍ବର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ। ସେ ତାଙ୍କର ମହାଶକ୍ତିର ପରିଚଯ ଦବୋ ପାଇଁ ସମାନଙ୍କେୁ ରକ୍ଷା କଲେ।
ହେ ସଦାପ୍ରଭୁ, ଆମ୍ଭମାନେେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭମାନେେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାେଶ କାର୍ୟ୍ଯ କର ଓ ଆମ୍ଭମାନଙ୍କୁ ସାହାୟ୍ଯ କର। କାରଣ ଆମ୍ଭମାନେେ ବହୁବାର ତୁମ୍ଭକୁ ପରିତ୍ଯାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
ସହେି ଲୋକମାନଙ୍କର ବିଶ୍ବାସ ଦେଖି ଯୀଶୁ ସହେି ରୋଗୀଟିକୁ କହିଲେ, ବନ୍ଧୁ! ତୁମ୍ଭର ପାପ କ୍ଷମା କରିଦିଆଗଲା।
ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଆନକେ ପାପ କ୍ଷମା କରିଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ ରମେ ଦଖାଇେଛି। ଯେଉଁ ଲୋକ କ୍ଷମା ପାଇବାପାଇଁ କମ୍ ଆବଶ୍ଯକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ ରମେ ଅନୁଭବ କରିଥାଏ।
ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ।
ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।
ଯେ କହେି ଯୀଶୁଙ୍କଠା ରେ ବିଶ୍ବାସ କରିବ, ସେ ପାପକ୍ଷମା ପାଇବ। ପରମେଶ୍ବର ଯୀଶୁଙ୍କ ନାମ ରେ ସହେି ବ୍ଯକ୍ତିର ସମସ୍ତ ପାପ କ୍ଷମା କରି ଦବେେ। ସମସ୍ତ ଭାବବାଦୀଙ୍କ ଦ୍ବାରା କଥିତ ଏହି ବାକ୍ଯ ନିରାଟ ସତ୍ଯ ଅଟେ।
ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, କବଳେ ଏହି ଜଣଙ୍କ ଦ୍ବାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହାଇପୋ ରେ।
ଦାଉଦ ସହେି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନକରି ପରମେଶ୍ବର ଯେତବେେଳେ ତାହାକୁ ଧାର୍ମିକ ହିସାବ ରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତ ରେ ଧନ୍ଯ:
ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ଯମ ରେ ମୁକ୍ତ ହାଇେଛୁ। ପରମେଶ୍ବରଙ୍କ ବହୁମୂଲ୍ଯ ଅନୁଗ୍ରହ ଦ୍ବାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।
ପରସ୍ପର ପ୍ରତି ଦୟାଭାବ ଓ ପ୍ ରମେ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠା ରେ ପରମେଶ୍ବର ତୁମ୍ଭମାନଙ୍କୁ କ୍ଷମା କଲେ, ସହେି ଭଳି ତୁମ୍ଭମାନେେ ପରସ୍ପରକୁ କ୍ଷମା ଦିଅ।
ସହେି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ଯ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ବାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।
ଆମ୍ଭମାନଙ୍କର ଆନନ୍ଦର ପରିପୂର୍ଣ୍ଣତା ପାଇଁ ଆମ୍ଭେ ଏସବୁ ତୁମ୍ଭମାନଙ୍କୁ ଲେଖୁଛୁ।
ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।
ଯଦି ଆମ୍ଭେ ନିଜ ନିଜର ପାପ ସ୍ବୀକାର କରୁ ତବେେ ପରମେଶ୍ବର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ବସ୍ତ ଓ ନ୍ଯାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।
ମାରେପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭମାନେେ ପାପ ନ କର। କିନ୍ତୁ ଯଦି କହେି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ୟିଏ କି ଧାର୍ମିକ ଓ ୟିଏ ପିତାଙ୍କ ଛାମୁ ରେ ଆମ୍ଭମାନଙ୍କର ସପକ୍ଷବାଦୀ ; ସେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।
ପ୍ରିୟ ବନ୍ଧୁଗଣ !ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ବିଷୟ ରେ ଲେଖୁ ନାହିଁ, ମାତ୍ର ଏହା ସହେି ପୁରାତନ ଆଜ୍ଞା, ଯାହା ଆରମ୍ଭରୁ ତୁମ୍ଭମାନେେ ପାଇଅଛ। ଯେଉଁ ଶିକ୍ଷା ତୁମ୍ଭମାନେେ ଶୁଣିଅଛ, ତାହାହିଁ ସହେି ଆଜ୍ଞା।
ପିତାମାନେ ! ଯେ ଆଦ୍ଯରୁ ଅଛନ୍ତି, ତୁମ୍ଭମାନେେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ'ଣ ? ତୁମ୍ଭେ ସତ୍ଯକୁ ଜାଣି ନାହଁ ବୋଲି କ'ଣ ମୁଁ ଏହା ଲେଖୁଛି ? ନା, ତୁମ୍ଭେ ଏହି ସତ୍ଯ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ଯ ଜାଣିଛ ସତ୍ଯରୁ କବେେ ହେଲେ କୌଣସି ମିଥ୍ଯା ଉତ୍ପନ୍ନ ହୁଏ ନାହିଁ।