ପିତାମାନେ ! ଯେ ଆଦ୍ଯରୁ ଅଛନ୍ତି, ତୁମ୍ଭମାନେେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
Cross references
ହେ ପରମେଶ୍ବର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ବର ଥିଲ। ତୁମ୍ଭେ ଚିରକାଳ ପରମେଶ୍ବର ହାଇେ ରହିବ।
ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।
ହେ ୟୁବକ ଓ ୟୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରୀତ ହାଇେ ପରମେଶ୍ବରଙ୍କ ପ୍ରଶଂସା କର।
ୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା।
ଏହାପ ରେ ସବୁପ୍ରକାର ଲୋକଙ୍କ ଉପ ରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ଯାଗଣ ସଦାପ୍ରଭୁଙ୍କର ଭବିଷ୍ଯତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧିଅରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ ଓ ତୁମ୍ଭର ୟୁବକଗଣ ଦର୍ଶନ ଲାଭ କରିବେ।
ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।
ମାରେ ପରମ ପିତା ମାେତେ ସବୁକିଛ ଦଇେଛନ୍ତି। ପରମପିତାଙ୍କ ଛଡା ପୁତ୍ରଙ୍କୁ ଅନ୍ଯକହେି ଜାଣିନାହାଁନ୍ତି। ପୁତ୍ରଙ୍କ ଛଡା କହେି ପରମପିତାଙ୍କୁ ପ୍ରକୃତ ରେ ଜାଣିନାହାଁନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନନେୀତ କରିବେ, ସହେିମାନେ କବଳେ ପରମପିତାଙ୍କ ନିକଟରେ ପ୍ରକାଶିତ ହବେେ।
ରାସ୍ତା ରେ ପଡି ଯାଇଥିବା ବୀଜର ଅର୍ଥ କଣ? ମଞ୍ଜିଟି ସହେି ଲୋକପରି ସେ ସ୍ବର୍ଗରାଜ୍ଯର ସୁସମାଚାର ଶୁଣେ, ଓ ତାହା ବୁଝି ପା ରନୋହିଁ। ଶୟତାନ ଆ ସେ ଓ ତା ହୃଦୟ ରେ ଯାହା କିଛି ବୁଣା ହାଇେଥାଏ, େସତକେ ନଇେ ଚାଲିଯାଏ।
ପୃଥିବୀ ହେଉଛି କ୍ଷତେ। ସ୍ବର୍ଗରାଜ୍ଯ ରେ ଥିବା ପରମେଶ୍ବରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।
ମାରେ ପରମପିତା ମାେତେ ସବୁକିଛି ଦଇେଛନ୍ତି। ପୁତ୍ର କିଏ ଏହା ପରମପିତାଙ୍କ ବ୍ଯତୀତ ଅନ୍ୟ କହେି ଜାଣନ୍ତି ନାହିଁ। ଏବଂ ପରମପିତା କିଏ ଏହା ପୁତ୍ରଙ୍କ ଛଡା କହେି ଜାଣନ୍ତି ନାହିଁ। କବଳେ ସହେିମାନେ ପରମପିତାଙ୍କ ବିଷୟ ରେ ଜାଣିପାରିବେ, ଯେଉଁମାନଙ୍କୁ ତାହା ଜଣାଇବା ନିମନ୍ତେ ପୁତ୍ର ସ୍ବଯଂ ବାଛିବେ।
ଲୋକମାନେ ପଚାରିଲେ, ତୁମ୍ଭର ପିତା କାହାନ୍ତି?
ଯୀଶୁ ଉତ୍ତର ଦେଲେ, ଯଦି ମୁଁ ନିଜକୁ ସମ୍ମାନ ଦିଅନ୍ତି, ତବେେ ସେ ସମ୍ମାନର କିଛି ମୂଲ୍ଯ ନାହିଁ। ମାେତେ ୟିଏ ସମ୍ମାନ ଦିଅନ୍ତି, ସେ ମାରେ ପରିମପିତା। ଏବଂ ତୁମ୍ଭମାନେେ କହୁଛ, ସେ ତୁମ୍ଭର ପରମେଶ୍ବର।
ତୁମ୍ଭେ ଯଦି ମାେତେ ପ୍ରକୃତ ରେ ଜାଣିଥାନ୍ତ, ତବେେ ପରମପିତାଙ୍କୁ ମଧ୍ଯ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।
ଯୀଶୁ ଉତ୍ତର ଦେଲେ, ଫିଲିପ୍ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମାେତେ ଜାଣିବା ଉଚିତ। ମାେତେ ୟିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ଯ ଦେଖିଛି। ତେଣୁ ତୁମ୍ଭେ ମାେତେ କାହିଁକି କହୁଛ, 'ଆମ୍ଭକୁ ପରମପିତାଙ୍କୁ ଦଖାେଅ?'
କାରଣ ସମାନେେ ପରମପିତାଙ୍କୁ ଜାଣି ନାହାଁନ୍ତି ଓ ସମାନେେ ମାେତେ ମଧ୍ଯ ଜାଣି ନାହାଁନ୍ତି।
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।
ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।
ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।
ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।
ପରମେଶ୍ବର ଆମ୍ଭର ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସହେି ପବିତ୍ର ଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢ଼ାଳିଲେ।
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
ଆମ୍ଭମାନେେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟ ରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା।
ମାରେପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭମାନେେ ପାପ ନ କର। କିନ୍ତୁ ଯଦି କହେି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ୟିଏ କି ଧାର୍ମିକ ଓ ୟିଏ ପିତାଙ୍କ ଛାମୁ ରେ ଆମ୍ଭମାନଙ୍କର ସପକ୍ଷବାଦୀ ; ସେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।
ଆମ୍ଭେ ଯଦି ପରମେଶ୍ବରଙ୍କର ଆଜ୍ଞା ପାଳନ କରୁ, ତବେେ ଆମ୍ଭମାନେେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତ ରେ ତାହାଙ୍କୁ ଜାଣିଛୁ।
ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ବାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ପିଲାମାନେ ! ତୁମ୍ଭମାନେେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ପିତାମାନେ ! ସେ ଆଦ୍ଯରୁ ଅଛନ୍ତି ବୋଲି ତୁମ୍ଭମାନେେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ ! ତୁମ୍ଭମାନେେ ବଳବାନ ଏବଂ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କଠା ରେ ଅଛି, ଓ ତୁମ୍ଭମାନେେ ସହେି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ଆମ୍ଭେ କଯିନ344 ଭଳି ହବୋ ଉଚିତ ନୁହେଁ। କାରଣ ତାହାଙ୍କଠା ରେ ପାପାତ୍ମା ଥିଲା। ସେ ନିଜ ଭାଇ ହବେଲକୁ ହତ୍ଯା କଲା। ସେ ତା'ର ଭାଇକୁ କାହିଁକି ହତ୍ଯା କଲା ? ସେ ଏପରି କଲା, କାରଣ ତା'ର କାର୍ୟ୍ଯଗୁଡ଼ିକ ମନ୍ଦ ଥିଲା ଓ ତା' ଭାଇର କର୍ମଗୁଡ଼ିକ ଭଲ ଥିଲା।
ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।
ଆମ୍ଭେ ଜାଣୁ ଯେ, ପରମେଶ୍ବରଙ୍କର ସନ୍ତାନ ହାଇେଥିବା ବ୍ଯକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ବରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପା ରେ ନାହିଁ।
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।